ଲାଞ୍ଚ ନେବା ବେଳେ ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ମାଡିବସିଲା ଭିଜିଲାନ୍ସ ଟିମ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ । ଧରାପଡିବା ଭୟରେ ମଧ୍ୟସ୍ଥି ଜରିଆରେ ନେଉଥିଲେ ଲାଞ୍ଚ । କିନ୍ତୁ ତଥାପି ବର୍ତ୍ତିପାରିନଥିଲେ ସରକାରୀ ବାବୁ । ଶେଷରେ ଭିଜିଲାନ୍ସ ହାତରେ ଧରାପଡିଗଲେ ଉଭୟ । ବାଲିଅନ୍ତା ବ୍ଲକ୍ କନିଷ୍ଠ ଯନ୍ତ୍ରୀ ସଂଘମିତ୍ର ପଟ୍ଟନାୟକ ଏବଂ ମଧ୍ୟସ୍ତି ବେଣୁଧର ପରିଡାଙ୍କୁ ଧରିଛି ଭିଜିଲାନ୍ସ । ସୂଚନା ଅନୁସାରେ, ଜଣେ ଠିକାଦାରଙ୍କଠାରୁ ତାଙ୍କର ବାକି ଥିବା ବିଲ୍ ପରିଶୋଧ କରିବା ପାଇଁ ୧୦,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ ବାବୁ […]

Read More Text.

ଓଡ଼ିଶାର ଦୁଇଟି ସମେତ ୪ ରେଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ରେଳ ଧାରଣା କ୍ଷମତା ବୃଦ୍ଧି କରିବା ପାଇଁ ଭାରତୀୟ ରେଳବାଇ ଯାତ୍ରୀ ଏବଂ ପଣ୍ୟବାହୀ ଟ୍ରେନଗୁଡିକର ସୁଗମ ଏବଂ ଦ୍ରୁତ ପରିବହନ ସୁନିଶ୍ଚିତ କରିବାକୁ ୪ଟି ମଲ୍ଟିଟ୍ରାକିଂ ପ୍ରକଳ୍ପ ହାତକୁ ନେବାକୁ ଯୋଜନା କରୁଛି। ଏହି ପଦକ୍ଷେପଗୁଡ଼ିକ ଯାତ୍ରା ସୁବିଧାକୁ ଉନ୍ନତ କରିବ, ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବ, ତୈଳ ଆମଦାନୀ ହ୍ରାସ କରିବ ଏବଂ ସ୍ଥାୟୀ ଏବଂ ଦକ୍ଷ ରେଳ ପରିଚାଳନାକୁ ସମର୍ଥନ କରି କାର୍ବନ ନିର୍ଗମନକୁ ହ୍ରାସ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ […]

Read More Text.

ରାଜା ଚକ୍ରଙ୍କ ଓକିଲଙ୍କ ଅଭିଯୋଗର ଜବାବ ରଖିଲେ ମନମୋହନ, ମୋ ଜୀବନ ଖୋଲା ବହି

ଭୁବନେଶ୍ଵର : ରାଜା ଚକ୍ରଙ୍କ ଓକିଲଙ୍କ ଅଭିଯୋଗର ଜବାବ ରଖିଲେ ମନମୋହନ ସାମଲ ।  ତାଙ୍କ ଜୀବନ ଖୋଲା ବହି ।  ତେଣୁ ତାଙ୍କ ବ୍ୟାଙ୍କ ଆକାଉଣ୍ଟ, ଦଳର ବ୍ୟାଙ୍କର ଆକାଉଣ୍ଟ ଯାଞ୍ଚ କରାଯାଉ ।  ଏହା ସହ ଦାୟିତ୍ବହୀନ ମନ୍ତବ୍ୟ ଗଣମାଧ୍ୟମରେ ପ୍ରକାଶିତ ହେବା ପୂର୍ବରୁ ଏହାର ସତ୍ଯାସତ୍ୟ ପରଖାଯାଉ ବୋଲି କହିଛନ୍ତି । ସିବିଆଇ ତଦନ୍ତ ଦାବିକୁ ବି ସ୍ବାଗତ କରିଛନ୍ତି ।   ଗତକାଲି ରାଜା ଚକ୍ରଙ୍କ ଓକିଲ ଆଣିଥିଲେ ଏକ ଅଭିଯୋଗ ।  ୨୦୨୪ […]

Read More Text.

ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ

ଭୁବନେଶ୍ଵର: ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ ତଥା ସାହାଯ୍ୟ କରିବା ପାଇଁ ସରକାର ବିଭିନ୍ନ ପ୍ରକାରର ଯୋଜନା ଜାରି କରିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଆୟୁଷ୍ମାନ ଭାରତ ଯୋଜନା, ଯାହାର ଲାଭ ଲକ୍ଷ ଲକ୍ଷ ଭାରତୀୟଙ୍କ ପାଖରେ ପହଞ୍ଚୁଛି। ଏହି ସରକାରୀ ସ୍ବାସ୍ଥ୍ୟ ବୀମା ଯୋଜନା ଅନ୍ତର୍ଗତ ଆୟୁଷ୍ମାନ କାର୍ଡ ଗରିବ ଶ୍ରେଣୀ ଏବଂ ଅଭାବୀ ଲୋକଙ୍କୁ ଦିଆଯାଉଛି। ଏହା ମାଧ୍ୟମରେ ଜଣେ ମାଗଣା ସ୍ବାସ୍ଥ୍ୟ ସେବାର ଲାଭ ପାଇଥାନ୍ତି। ତେବେ ଆସନ୍ତା ଏପ୍ରିଲ […]

Read More Text.

ତଦନ୍ତକୁ ବାଟବଣା କରିବାକୁ ଉଦ୍ୟମ କରୁଛନ୍ତି ରାଜା ଚକ୍ର: ଅଞ୍ଜନ ବେଜ

କେନ୍ଦୁଝରଗଡ଼: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ହୋଇଥିବା ଅନିୟମିତତାରେ ଗିରଫ ବିଜେଡି ନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଇଓଡବ୍ଲ୍ୟୁ ତଦନ୍ତକୁ ବାଟବଣା କରିବାକୁ ଉଦ୍ୟମ କରୁଛନ୍ତି ବୋଲି ଏଜେନ୍ସିର ପୂର୍ବତନ ସମ୍ପାଦକ ତଥା ବିଜେପି ନେତା ଅଞ୍ଜନ ବେଜ୍‌‌ କହିଛନ୍ତି। ରାଜା ନିଜକୁ ଦୋଷମୁକ୍ତ କରିବା ଉଦ୍ଦେଶ୍ୟରେ ଓକିଲଙ୍କ ଜରିଆରେ ଏଣୁ ତେଣୁ ମିଥ୍ୟା କାହାଣୀ କହି ଜନସାଧାରଣ ଏବଂ ତଦନ୍ତକାରୀ ସଂସ୍ଥାକୁ ଭ୍ରମିତ କରୁଛନ୍ତି ବୋଲି ବିଜେପି ନେତା ଅଞ୍ଜନ ବେଜ୍‌‌ ଶୁକ୍ରବାର ଏକ […]

Read More Text.

ଯାତ୍ରା ସାମ୍ରାଜ୍ୟରୁ ବ୍ୟାନ୍ ହେଲେ ନରି ପଣ୍ଡା

ଭୁବନେଶ୍ବର: ଆଉ ଯାତ୍ରା ମଞ୍ଚରେ ଶୁଭିବନି ହାସ୍ୟ ଅଭିନେତା ନରି ପଣ୍ଡାଙ୍କ କମେଡି । ପୂରା ଯାତ୍ରା ସାମ୍ରାଜ୍ୟରୁ ହେଲେ ବ୍ୟାନ୍ । ହାସ୍ୟାଭିନେତା ନରିଙ୍କୁ ବୟକଟ କରିଛି ଯାତ୍ରା ମାଲିକ ସଂଘ । ତୁଳସୀ ଗଣନାଟ୍ୟ ମାଲିକ ନରି ପଣ୍ଡାଙ୍କୁ ମାଡ଼ ମରା ଘଟଣାରେ ଯାତ୍ରା ମାଲିକ ସଂଘ କିଛି ଏଭଳି କଠୋର ନିଷ୍ପତ୍ତି ନେଇଛନ୍ତି । ୨୦୨୫-୨୬ ଯାତ୍ରା ବର୍ଷ ପାଇଁ ନରି ପଣ୍ଡାଙ୍କୁ ବ୍ୟାନ୍‌ କରାଯାଇଥିବା ମାଲିକ ସଂଘର ସଭାପତି ଭାରତ ଭୂଷଣ […]

Read More Text.

ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ଦୁଇ ଆହତ

ଟିଟିଲାଗଡ: ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର । ଅଳ୍ପକେ ବର୍ତ୍ତିଲେ ମାଆ ଓ ଯାଆଁଳା ଶିଶୁକନ୍ୟା । ଶିଶୁଙ୍କ ବାପା ଓ ଜେଜେମା ଆହତ ।  ଟିଟିଲାଗଡରୁ ବଲାଙ୍ଗିର ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ବେଳେ ଅଘଟଣ ଘଟିଛି । ଗତକାଲି ମୁରିବାହାଲ ବ୍ଳକ ଚିକନୀବାହାଳି ଗାଁର ରାଧା ଯାନୀ ପିପିଲପଦରଠାରେ ଥିବା ମାତୃ ଓ ଶିଶୁ କେୟାର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।  ଆଜି ଭୋରୁ ଦୁଇ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଥିଲେ । ଅଧିକ ଚିକିତ୍ସା ପାଇଁ ବଲାଙ୍ଗୀର […]

Read More Text.

ଚୋରା ଖଣି ଉପରେ ପ୍ରଶାସନର ଚଢାଉ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଥିବା ଓଡିଶାର ସବୁଠୁ ବଡ ଖଣି ଉପରେ ଚଢ଼ାଉ ଆରମ୍ଭ କରିଛି ପ୍ରଶାସନ । ଖଣି ଚୋରି ସଂପର୍କରେ ସୂଚନା ପାଇବା ପରେ ପ୍ରଶାସନ, ପୋଲିସ ଓ ବନବିଭାଗ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି । ହେମଗିରି ବ୍ଲକ କୁଲାପଡ଼ାରେ ଏହି ଚଢ଼ାଉ ଚାଲିଛି । ଏହି ଚଢାଉରେ ସୁନ୍ଦରଗଡ଼ ଉପଜିଲ୍ଲାପାଳ ଦାଶରଥି ସରାବୁ, ଉପଖଣ୍ଡ ପୁଲିସ ଅଧିକାରୀ ନିର୍ମଳ ମହାପାତ୍ର, ସୁନ୍ଦରଗଡ଼ ତହସିଲଦାର କୁଳମଣି ରଣବିଡ଼ା, ହେମଗିର ତହସିଲଦାର ସାରିକା ଧମେଲ, […]

Read More Text.

ଶିକାର ପାଇଁ ଯାଇଥିବାବେଳେ ଯୁବକଙ୍କୁ ଗୁଳିମାଡ଼, ୫ ଅଟକ

ଢେଙ୍କାନାଳ: ଶିକାର ପାଇଁ ଯାଇଥିବାବେଳେ ଯୁବକଙ୍କୁ ଗୁଳିମାଡ଼ । ଢେଙ୍କାନାଳ ରାସୋଳ ଥାନା କଦଳିପାଳ ମାନପୁର ସାହିରେ ଗୁଳି ମାଡ଼ରେ ଯୁବକ ମୃତ ।  ମୃତକ ବାବୁଲା ନାଏକ ।  ଗତକାଲି ବିଳମ୍ବିତ ରାତିରେ ୫ଜଣ ଶିକାର ପାଇଁ ଜଙ୍ଗଲକୁ ଯାଇଥିଲେ । ସେଠାରେ ପ୍ରଶାନ୍ତ ଶିକାର ଉଦ୍ଦେଶ୍ୟରେ ଗୁଳି ଚଳାଇଥିଲା । ହେଲେ ଗୁଳିରେ ବାବୁଲା ଟଳି ପଡ଼ିଥିଲା । ଖବର ପାଇ ରାସୋଳ ପୋଲିସ ମୃତଦେହ ଜବତ କରିବା ସହିତ ଶିକାର କରିବାକୁ ଯାଇଥିବା […]

Read More Text.

ଆସନ୍ତାକାଲି ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ, ଟ୍ରାଫିକ୍ କଟକଣା ଜାରି କଲେ ପୋଲିସ କମିଶନର

ଭୁବନେଶ୍ଵର: ଆସନ୍ତାକାଲି  ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା । ରଥଯାତ୍ରା ପରେ ଆସନ୍ତା ୦୯ ତାରିଖରେ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ବାହୁଡ଼ା ଯାତ୍ରା। ଏହାକୁ ଦୃଷ୍ଟିରେ ରଖି ପୋଲିସ କମିଶନରେଟ ପକ୍ଷରୁ ସର୍ବସାଧାରଣଙ୍କ ଲାଗି ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି । ଯାନବାହାନର ସୁନିୟନ୍ତ୍ରିତ ଚଳାଚଳ ତଥା ଜନସାଧାରଣ ଓ ପଥଚାରୀଙ୍କ ସୁଗମନାଗମନ ନିମନ୍ତେ ଓଡ଼ିଶା ଅର୍ବାନ ପୋଲିସ ଆକ୍ଟ ୨୦୦୩ର ଧାରା ୨୮ (ଓଡ଼ିଶା ଆକ୍ଟ, ୨୦୦୭ର ଧାରା ୮) […]

Read More Text.