Untitled 1 copy

ଏକସଙ୍ଗେ ଆସୁଛି ଦୁଇ ଲଘୁଚାପ

ଭୁବନେଶ୍ବର: ମେ’ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି। ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ଥିବା ବେଳେ ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ। ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି। ସେହିପରି ୨୭ ମେ’ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର […]

Read More Text.
Mising

କାଠଯୋଡ଼ିରେ ବୁଡି ଦୁଇ ଜଣ ଯୁବକ ନିଖୋଜ, ଜଣଙ୍କର ମୃତ ଦେହ ଉଦ୍ଧାର

କଟକ : ଗାଧେଇଲା ବେଳେ ଅଘଟଣ। କଟକ ସଡ଼ିଏ ୧୧ ନିକଟ କାଠଯୋଡ଼ି ଗଡା ନିକଟରେ ଗାଧେଇଲା ବେଳେ ବୁଡି ଗଲେ ଦୁଇ ଯୁବ ଇଞ୍ଜିନିୟର । ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି । ସୂଚନା ମୁତାବକ ଏସିବି ସମ୍ପ୍ରସାରଣ କାର୍ଯ୍ୟ ରେ ଏକ କମ୍ପାନୀ ପକ୍ଷରୁ ନିୟୋଜିତ ରୁତିକେଶ ମାତାଲ , ବୟସ ୨୫ ଓ ରୁତିକ ଭଂଜେ , ବୟସ ୨୪ କାଠଯୋଡ଼ି କୁ ଗାଧେଇବା […]

Read More Text.
Image 61

ଗୁପ୍ତଚର ଜ୍ୟୋତିଙ୍କ ସହ ପ୍ରିୟଙ୍କାଙ୍କ ଲିଙ୍କ୍: ପୁରୀ ଛାଡ଼ି ନଯିବାକୁ ଯୁବତୀଙ୍କୁ ନିର୍ଦ୍ଦେଶ

ପୁରୀ: ବର୍ଷ ବର୍ଷ ଧରି ଶତ୍ରୁରାଷ୍ଟ୍ର ପାକିସ୍ତାନ ପାଇଁ ଗୁପ୍ତଚୋର କରୁଥିବା ଅଭିଯୋଗରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାକୁ ହରିୟାଣା ପୋଲିସ ଗିରଫ କରିବା ପରେ ଗୋଟେ ପରେ ଗୋଟେ ଗୁମର ଖୋଲିବାରେ ଲାଗିଛି। ଏହାରି ଭିତରେ ପୁରୀ କାଳିକାଦେବି ସାହିର ପ୍ରିୟଙ୍କା ସେନାପତି ସହ ବନ୍ଧୁତ୍ୱ ସ୍ଥାପନ ହୋଇଥିଲା ଏବଂ ଉଭୟ ଅନେକ ସ୍ଥାନକୁ ବୁଲିବା ସହ ବ୍ଲଗ ମଧ୍ୟ କରିଥିଲେ। ଜ୍ୟୋତି ମାଲହୋତ୍ରାଙ୍କ ସହିତ ସମ୍ପର୍କ ରଖି ଅଡୁଆରେ ପଡ଼ିଛନ୍ତି ପୁରୀର ୟୁଟ୍ୟୁବର ପ୍ରିୟଙ୍କା ସେନାପତି। […]

Read More Text.
5amhi38b033gjfvwjedc

ଲଜ୍ ଭିତରୁ ମିଳିଲା ଯୁବକଙ୍କ ମୃତଦେହ

ନୂଆପଡ଼ା: ନୂଆପଡ଼ା ସହର ସ୍ଥିତ ନୀଳାଦ୍ରି ବିହାର କଲ୍ୟାଣ ମଣ୍ଡପ ଓ ଲଜର ୧୧୫ ନମ୍ବର ବନ୍ଦ କୋଠରୀ ଭିତରୁ ସ୍ଥାନୀୟ ପୁଲିସ ସହାୟତାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତି ଜଣକ ପଡ଼ୋଶୀ ଛତିଶଗଡ଼ ଦୁର୍ଗ ଜିଲ୍ଲା ଭିଳାଇ ସ୍ଥିତ ଇଂସା ଗ୍ରାମର ଅମିତ ସିଂ। ମୃତ୍ୟୁର କାରଣ ଜଣା ପଡ଼ିନାହିଁ। ପରିବାର ଲୋକେ ଆସିବା ପରେ ଶବ ବ୍ୟବଚ୍ଛେଦ ହେବା ନେଇ ମିଳିଛି ସୂଚନା। ଅମିତ ସିଂ ରାୟପୁରର ଜଣେ ଠିକାଦାରଙ୍କ ପାଖରେ […]

Read More Text.
2 170 1747566633618

ଖୁବଶୀଘ୍ର ନୟାଗଡରୁ ବୌଦ୍ଧକୁ ଟ୍ରେନ୍ ଚାଲିବ: ମୁଖ୍ୟମନ୍ତ୍ରୀ

ବୌଦ୍ଧ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲା ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକରେ ନିଜର ସନ୍ତୋଷ ପ୍ରକାଶ କରିଛନ୍ତି । ସମୀକ୍ଷାରୁ ଜଣା ଯାଇଛି ଯେ ବୌଦ୍ଧ ଜିଲ୍ଲାବାସୀଙ୍କୁ ଉନ୍ନତ ଗମନାଗମନ ସୁବିଧା ଉପଲବ୍‍ଧ କରିବା ପାଇଁ ପ୍ରାୟ ୨୮ କୋଟି ଟଙ୍କା ମୂଲ୍ୟର ସଡ଼କ ପ୍ରକଳ୍ପ ପାଇଁ ନିକଟରେ […]

Read More Text.
Cumclcu7bd0mfdpw3pne

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣା: ମୁହଁ ଖୋଲିଲେ ପ୍ରିୟଙ୍କା ସେନାପତି

ପୁରୀ: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣାରେ ମୁହଁ ଖୋଲିଛନ୍ତି ପ୍ରିୟଙ୍କା ସେନାପତି। ସେ କହିଛନ୍ତି, ଜ୍ୟୋତି ମୋର କେବଳ ଜଣେ ସାଙ୍ଗ। ୟୁଟ୍ୟୁବ ମାଧ୍ୟମରେ ତାଙ୍କ ସହ ମୋର ପରିଚୟ ହୋଇଥିଲା। ଜ୍ୟୋତି ମାଲହୋତ୍ରା ଯେଉଁ ଅଭିଯୋଗରେ ଗିରଫ ହୋଇଛନ୍ତି, ସେ ସଂପର୍କରେ ମୁଁ ଅଜ୍ଞ। ଯଦି ସେ ବିଷୟରେ ଜାଣିଥାନ୍ତି ଯେ ଜ୍ୟୋତି ମାଲହୋତ୍ରା ଶତ୍ରୁ ରାଷ୍ଟ୍ରର ଗୁଇନ୍ଦାଗିରି କରୁଛନ୍ତି ବୋଲି, ତେବେ ମୁଁ ତାଙ୍କ ସଂପର୍କରେ ରହିନଥାନ୍ତି। କେବଳ କଣ୍ଟେଟ କ୍ରିଏସନ୍ ହେତୁ […]

Read More Text.
Photo for the news of sambardhana

ଶିକ୍ଷକ ସଂଘ ପକ୍ଷରୁ ଥାନାଧିକାରୀଙ୍କୁ ସମ୍ବର୍ଦ୍ଧନା

ଆଗରପଡ଼ା :ପ୍ରଥମ ଥର ପାଇଁ ଦେଖିବାକୁ ମିଳିଛି ଜଣେ ଥାନାଧିକାରୀଙ୍କୁ ଶିକ୍ଷକମାନେ ସମ୍ବର୍ଦ୍ଧନା ଦେବା ଘଟଣା । ଆଗରପଡ଼ା ସ୍ଥିତ ହେମପଦ୍ମ ଗାଲାକ୍ସିରେ ଶିକ୍ଷକମାନଙ୍କ ପକ୍ଷରୁ ଆୟୋଜନ ହୋଇଥିଲା ଏକ ସ୍ୱତନ୍ତ୍ର ଉତ୍ସବ । ଏଥିରେ ଆଗରପଡ଼ା ଥାନାଧିକାରୀ ଶ୍ରୀକାନ୍ତ ପତିଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆ ଯାଇଥିଲା । ତାଙ୍କ ସହଧର୍ମିଣୀ ଓ ପୁତ୍ର ମଧ୍ୟ ଏହି ଉତ୍ସବରେ ଉପସ୍ଥିତ ଥିଲେ । ସମ୍ବର୍ଦ୍ଧନା ଗ୍ରହଣ କରିବା ସମୟରେ ଥାନାଧିକାରୀ ଭାବବିଭୋଳ ହୋଇ ଯାଇଥିଲେ । ଗୁରୁମାନଙ୍କ […]

Read More Text.
Photo for the news of operation sindoor

ଅପରେସନ ସିନ୍ଦୂର ପରାକ୍ରମ ଶୋଭାଯାତ୍ରା

ଆଗରପଡ଼ା :ଆତଙ୍କବାଦ ବିରୋଧରେ ଲଢ଼େଇ ‘ଅପରେସନ ସିନ୍ଦୂର’ ପରାକ୍ରମ ଶୋଭାଯାତ୍ରା ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ ଓ ଜିଲ୍ଲା ସଭାପତି ଭଗବାନ ପଣ୍ଡାଙ୍କ ନିର୍ଦେଶରେ ଆଜି ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ବନ୍ତ ମଣ୍ଡଳ ବିଜେପି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଭାରତର ସୁରକ୍ଷାରେ ପ୍ରତ୍ୟେକ ନାଗରିକଙ୍କର ସହଯୋଗ ରହିବା ସହ ଭାରତୀୟ ସେନାର ପରାକ୍ରମା ସମସ୍ତ ଦେଶବାସୀଙ୍କୁ ଗର୍ବିତ କରିଛି । ସେନାର ଏହି ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇ ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀ ବିଧାନସଭା ନେତା […]

Read More Text.
Loot

ଯାତ୍ରା ଦେଖିବାକୁ ଯାଇଥିଲେ, ଘରେ ପଶି କଳାକନା ବୁଲାଇଲେ ଦୁର୍ବୃତ୍ତ

ଆଗରପଡ଼ା :ଘରେ ତାଲା ଦେଇ ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ ଏହାର ସୁଯୋଗ ନେଇ ଘରେ ପଶି ଲୁଟ୍ କଲେ ଦୁର୍ବୃତ୍ତ । ବନ୍ତ ଥାନା ସାହାଡ଼ାପଲ୍ଲୀ ଗାଁରେ ଗତକାଲି ବିଳମ୍ୱିତ ରାତ୍ରୀରେ ଚୋରି ହୋଇଥିବା ଜଣାପଡ଼ିଛି । ନିକଟସ୍ଥ ବେଗନା ଠାରେ ଅପେରା ପରିବେଷଣ ହେଉଥିବା ବେଳେ ସାହାଡ଼ାପଲ୍ଲୀ ଗାଁର ଉମାକାନ୍ତ ଏବଂ ତାଙ୍କର ପରିବାର ଲୋକେ ଅପେରା ଦେଖିବାକୁ ଯାଇ ରାତ୍ରୀରେ ଫେରି ଦେଖିଲା ବେଳକୁ ଦୁର୍ବୃତ୍ତ ମାନେ ବାଡ଼ି ପଟ କବାଟ […]

Read More Text.
Rew

ନାବାଳକଙ୍କ ହାତରେ ବାଇକ୍‌; ଅଭିଭାବକଙ୍କ ସହ କର୍ତ୍ତୃପକ୍ଷ ବି ନୀରବ

ଆଗରପଡ଼ା :ଦିନକୁ ଦିନ ବେପରୁଆ ଗାଡି ଚାଳନା ବୃଦ୍ଧି ପାଇବାରେ ଲାଗିଛି । କାହାରିକୁ ନମାନି ବେପରୁଆ ଭାବେ ଦୃତ ଗତିରେ ଗାଡ଼ି ଚଳାଇବାରେ ମୁଖ୍ୟତଃ ପିଲାମାନଙ୍କୁ ଦେଖିବାକୁ ମିଳୁଛି । ପିଲାଙ୍କ ହାତରେ ଅଭିଭାବକମାନେ ବାଇକ୍ ଚାବି ଧରାଇଦେବା ପରେ ସେମାନେ ଆଉ କାହାରିକୁ ମାନୁନାହାନ୍ତି । ନିୟମିତ ଏଭଳି ବାଇକ୍ ଚାଳନା ପାଇଁ ଅନ୍ୟ ପଥଚାରୀ ଦୁର୍ଘଟଣାର ଶିକାର ହେଉଛନ୍ତି । ସଡ଼କ ଦୁର୍ଘଟଣା ସବୁଠି ଚିନ୍ତାର କାରଣ ହୋଇଛି ଓ ଭଦ୍ରକ ଜିଲ୍ଲା […]

Read More Text.