ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ
ରାଉରକେଲା: ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହିଅବସରରେ ସହରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା। ସକାଳେ ଏକ ଶୋଭାଯାତ୍ରା ଆମ୍ବେଦକର ଛକରୁ ବାହାରି ମଧୁସୂଦନ ମାର୍ଗଠାରେ ଥିବା ଉତ୍କଳଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ନିକଟରେ ପହଞ୍ଚିଥିଲା। ଏଥିରେ ବିଭିନ୍ନ ଅନୁଷ୍ଠାନର ସଦସ୍ୟ, ସ୍କୁଲ କଲେଜର ଛାତ୍ରଛାତ୍ରୀ ଭାଗନେଇଥିଲେ। ମଧୁସୂଦନ ମାର୍ଗରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର […]
Read More Text.