Talcher 1

ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅପହରଣ ପରେ ହତ୍ୟା

ପ୍ରେମ ପାଇଁ ହତ୍ୟାକାଣ୍ଡ । ଅପହରଣ ପରେ ଯୁବକଙ୍କ ଜୀବନ ନେଇଗଲେ । ଗତ ୫ ତାରିଖରେ ତାଳଚେର ଶିବରାମପୁର ଜଙ୍ଗଲରେ ହୋଇଥିବା ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ । ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅପହରଣ ପରେ ହତ୍ୟା କରିଥିବା ଜଣାପଡ଼ିଛି l ଏହି ଘଟଣାରେ ତାଳଚେର ପୁଲିସ ସିନ ରିକ୍ରିଏସନ କରିଛନ୍ତି । ମୁଖ୍ୟ ଅଭିଯୁକ୍ତ ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଶାଳଗାଡ଼ିଆ ଗାଁର ଆନନ୍ଦ […]

Read More Text.
Arrested 738x430 1

ଜୁଆ ଆଡ୍ଡା ଉପରେ ପୋଲିସର ରେଡ୍‌; ୧୫ ଗିରଫ

ନୂଆପଡ଼ା: ଜୁଆ ଆଡ୍ଡା ଉପରେ ପୋଲିସ ରେଡ୍‌ କରିଛି। ଏହାସହ ୧୫ ଜଣଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ନୂଆପଡ଼ା ଜିଲ୍ଲା କୁରୁମପୁରୀ ଗାଁରେ ଜୁଆ ଆଡ୍ଡା ଚାଲିଥିଲା। ଏନେଇ ଖବର ପାଇବା ପରେ ଲଖନା ପୋଲିସ ଚଢଉ କରିଛି। ଚଢଉ ବେଳେ ପ୍ରାୟ ୨୮ ହଜାର ଟଙ୍କା, ୯ଟି ବାଇକ, ୧୪ଟି ମୋବାଇଲ ଜବତ କରାଯାଇଛି। ଏହାସହ ୧୫ ଜଣଙ୍କୁ ଗିରଫ କରିଛି ପୋଲିସ।

Read More Text.
4

ଜେଇଙ୍କ ସନ୍ଦେହଜନକ ମୃତ୍ୟୁ; କାରରୁ ମିଳିଲା ମୃତଦେହ

ବରଗଡ:କାର ଭିତରେ ଜେଇଙ୍କ ସନ୍ଦେହଜନକ ମୃତ୍ୟୁ । କାର ଭିତରୁ ବରପାଲି ବ୍ଲକ୍ ର ଜେଇ ଚନ୍ଦ୍ରଶେଖର ଝାଡ଼ିଆଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ବରଗଡ ବରପାଲିର ହଳଦୀ ପାଳିଛକରେ ଗାଡିରେ ଏସି ଲଗାଇ ଶୋଇପଡିଥିଲେ । ତେବେ ଛିଡା ହୋଇଥିବା ତାଙ୍କ କାର୍ ଭିତରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣା ସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ଯାହା ଅନୁମାନ କରାଯାଉଛି ବାଟରେ ଯାଉଥିବାବେଳେ ଅଧିକ ଗରମ ହେବାରୁ ଗାଡିରେ […]

Read More Text.
Cov

ସିଙ୍ଗାପୁରରେ ବଢୁଛି କୋଭିଡ ମାମଲା : ଓଡ଼ିଶାରେ ଚିହ୍ନଟ ହୋଇନାହିଁ, ସ୍ପଷ୍ଟ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ଥାଇଲାଣ୍ଡ, ହଙ୍ଗକଙ୍ଗ ଓ ସିଙ୍ଗାପୁରରେ କୋଭିଡ କେସ ବଢଥିବା ଜଣାପଡ଼ିଛି । ତେବେ ଓଡ଼ିଶାରେ କୋଭିଡର କୌଣସି ରିପୋର୍ଟ ଚିହ୍ନଟ ହୋଇନଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । କୋଭିଡ ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ WHO ସହ ଆଲୋଚନା କରିଛି । କେନ୍ଦ୍ର ସରକାରଙ୍କ ସହ ବି ଯୋଗାଯୋଗରେ ଅଛନ୍ତି ରାଜ୍ୟ ସରକାର । କୌଣସି ମାମଲା ଚିହ୍ନଟ ହୋଇନଥିଲେ ସୁଦ୍ଧା ସମସ୍ତଙ୍କୁ ଆଲର୍ଟ ରହିବାକୁ କୁହାଯାଇଛି । ସିଙ୍ଗାପୁରରେ […]

Read More Text.
5

ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ, ଅନ୍ୟ ୪ ଯବାନ ଗୁରୁତର

ରାଉରକେଲା: ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ। ରାଉରକେଲାରେ CRPF-୨୬ ବାଟାଲିଅନ ଅଧିକାରୀ ଏମ ପ୍ରବୋ ସିଂଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୪ ଯବାନ ଗୁରୁତର ହୋଇଛନ୍ତି । ନକ୍ସଲ ଦମନ ପାଇଁ କମ୍ବିଂ ଅପରେସନ ବେଳେ ବଜ୍ରପାତ ହୋଇଥିଲା । ଗୁରୁତର ଯବାନଙ୍କୁ କିରିବୁରୁ ଓ ଟାଟା ସ୍ଥାନାନ୍ତର କରାଯାଇଛି ।

Read More Text.
7

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ଆଉ ଏହି ଅବସରରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ଜୁନ ୧୨ ତାରିଖ ଓଡ଼ିଶାରେ ବିଜେପି ସରକାରକୁ ପୂରିବ ଏକ ବର୍ଷ । ଏହି ଏକ ବର୍ଷ ଭିତରେ ସରକାର ପାଇଁ ଆଚିଭମେଣ୍ଟ […]

Read More Text.
8

ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍, ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା

ଭୁବନେଶ୍ୱର:  ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍ ।  ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା  । କେନ୍ଦୁଝର ଜିଲ୍ଲା ଗୋପାଳପୁର ମୌଜାରେ ୧୧ ଏକର ପରିମିତ ଜମିରେ ଗଢି ଉଠିଥିବା  ରାଜା ଚକ୍ରର ଫାର୍ମ ହାଉସ୍ ଉପରେ ଚଢ଼ାଉ କରିଥିଲା EOW ।  ସ୍ଥାନୀୟ ପ୍ରଶାସନ ସାହାଯ୍ୟରେ କରାଯାଇଛି ମାପଚୁପ  । ୧୧ ଏକର ଜମି ମଧ୍ୟରୁ ୭.୪ ଏକର ସରକାରୀ ଜମିରେ ଚିଲଡ୍ରେନ ପାର୍କ,  ଅଲିଶାନ ବଙ୍ଗଳା , ସୁଉଚ୍ଚ ତୋରଣ,  ଆମ୍ବ […]

Read More Text.
10

ପୁରୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

ପୁରୀ: ବାସେଳି ସାହି ଥାନା ଅଧୀନ ମଶାଣି ଚଣ୍ଡୀ ଛକ ରାସ୍ତାରେ ଘଟିଛି ବୀଭତ୍ସ ହତ୍ୟା । ମଶାଣି ଚଣ୍ଡୀ କମିଟି ସମ୍ପାଦକ ୪୫ ବର୍ଷୀୟ କୁନା ବେହେରାଙ୍କୁ ଲଙ୍କାଗୁଣ୍ଡ ମାଡ଼କରି ଅତି ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଛି । ଗୁରୁବାର ରାତିରେ ଏହି ନାରକୀୟ କାଣ୍ଡ ଘଟିଛି । ହତ୍ୟା ପରେ ଅଭିଯୁକ୍ତ ଥାନାକୁ ଯାଇ ଆତ୍ମସମର୍ପଣ କରିଛି । ଶୁକ୍ରବାର ସକାଳେ ମୃତଦେହ ଜବତ କରିଛି ପୋଲିସ । ଅଟକ ଅଭିଯୁକ୍ତ ସେହି […]

Read More Text.
13

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଧର୍ମଶାଳା ବ୍ଲକ ଏବିଡିଓ

ଯାଜପୁର: ଗିରଫ ହେଲେ ଧର୍ମଶାଳା ବ୍ଲକ ଏବିଡିଓ ଅସିତ ପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଗତକାଲି ଅସିତ ପାତ୍ରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ଏହି ଚଢାଉ ବେଳେ ୩ଟି ବହୁତଳ କୋଠା, କଟକରେ ଫ୍ଲାଟ ଠାବ ହୋଇଥିଲା। ସପିଂ କମ୍ପ୍ଲେକ୍ସ, ୫ ଦାମୀ ପ୍ଲଟ, ୭୦୦ ଗ୍ରାମ ସୁନା ଅଳଙ୍କାର ମିଳିଥିଲା । ସେହିପରି ବ୍ୟାଙ୍କ ଜମା ୬୫ ଲକ୍ଷ, ନଗଦ ୧ ଲକ୍ଷ ୮୫ ଲକ୍ଷ ଠାବ […]

Read More Text.
14

ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ

ଲକ୍ଷ୍ମୀପୁର : ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ଓଡ଼ିଆପେଣ୍ଠ ପଂଚାୟତ ପର୍ଡିଗୁଡା ଗାଁରେ ଅଘଟଣ ଘଟିଛ । ମୃତକ ହିଙ୍ଗୁ ମାଣ୍ଡିଙ୍ଗା, ବୁରୁଦି ମାଣ୍ଡିଙ୍ଗା ଓ କଷା ମାଣ୍ଡିଙ୍ଗା ।  ୩ଜଣ ସମ୍ପର୍କରେ ସ୍ବାମୀ, ସ୍ତ୍ରୀ ଓ ନାତୁଣି । ବିଲରେ କାମ କରୁଥିବାବେଳେ ବଜ୍ରପାତ ହୋଇଥିଲା।

Read More Text.