Photo for the news of medical

ଖବର ପ୍ରକାଶ ପରେ ନିଯୁକ୍ତି ପାଇଲେ ଡ଼ାକ୍ତର

ଆଗରପଡ଼ା :ଗତ ୯ତାରିଖ ଶୁକ୍ରବାର “ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମାନ୍ୟତାକୁ ୩୨ବର୍ଷ ବିତିଲା;ରୋଗୀସେବା ଦାଇତ୍ୱ ରେ ଆୟୁଷ ଡ଼ାକ୍ତର”ଶୀର୍ଷକ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା । ଖବର ପ୍ରକାଶ ପାଇବା ପରେ ଇତି ମଧ୍ୟରେ ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜନୈକ ଏମବିବିଏସ ଡ଼ାକ୍ତର ନିଯୁକ୍ତି ପାଇଥିବା ଜଣାପଡ଼ିଛି । ଆଗରପଡ଼ା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ୧୯୯୨ ମସିହାରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମାନ୍ୟତା ପାଇଥିଲା । ଇତି ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମାନ୍ୟତାକୁ […]

Read More Text.
16

ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା, ୪ ଆହତ

କଟକ : ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ପିଟିହେଲା ୫ଟି କାର୍। ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।

Read More Text.
17

ନିଯୁକ୍ତି ପାଇବେ ୧୫ଟି ବିଶ୍ବବିଦ୍ୟାଳୟର ଭିସି, ପୂରଣ ହେବ ହଜାରରୁ ଅଧିକ ଅଧ୍ୟାପକ ପୋଷ୍ଟ

ଭୁବନେଶ୍ବର: ରାଜ୍ୟ ସରକାର ଖୁବଶୀଘ୍ର ୧୫ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ଭାଇସ୍‌ଚାନ୍ସଲର(ଭିସି)ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଯାଉଛନ୍ତି। ଏଥିସହିତ କଲେଜଗୁଡ଼ିକରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ମଧ୍ୟ ପୂରଣ ହେବ । ନିଯୁକ୍ତି ଉପରେ ଲାଗିଥିବା ପୂର୍ବ କଟକଣା ହଟିବା ପରେ ରାଜ୍ୟ ଏହି ପ୍ରମୁଖ ଶିକ୍ଷାଗତ ପଦବୀ ପୂରଣ ନେଇ ଉତ୍ସାହ ଦେଖାଇଛି । ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଆଇନ, ୨୦୨୪ ଅନୁଯାୟୀ, ସରକାର ଭାଇସ୍‌ଚାନ୍ସଲର ନିଯୁକ୍ତି ପାଇଁ ପଦକ୍ଷେପ ଆରମ୍ଭ […]

Read More Text.
18

ସମ୍ବଲପୁରରୁ ଖୁବ୍ ଶୀଘ୍ର କୃଷି ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରିବ: ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁରରେ ଆୟୋଜିତ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଓ ପୂର୍ବତନ ବିଧାୟକ ନାଉରୀ ନାୟକ ପ୍ରମୁଖ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗ ଦେଇଥିଲେ। ତ୍ରିରଙ୍ଗା ଶୋଭାଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦବୋଧନ ଦେଇ କହିଥିଲେ, ସେନାବାହିନୀକୁ କୃତଜ୍ଞତା ଜଣାଇବାକୁ ତ୍ରିରଙ୍ଗା ଶୋଭାଯାତ୍ରା ଉଦ୍ଦିଷ୍ଟ| ଏଣେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି, […]

Read More Text.
19

ରଥଖଳା ଚଳଚଞ୍ଚଳ, ପ୍ରତି ରଥର ନାହାକା ଅଖ କାମ ଆରମ୍ଭ

ପୁରୀ: ଆସନ୍ତା ୧୯ ତାରିଖରେ ପବିତ୍ର ଭଉଁରୀ ତିଥି । ପରମ୍ପରା ଅନୁସାରେ ରଥ ଖଳାକୁ ଆଜ୍ଞା ମାଳ ବିଜେ କରିବା ସହ ଚକ ଅଖ ଯୋଖା ନୀତି ଅନୁଷ୍ଠିତ ହେବ । ବିଶ୍ଵକର୍ମା ମହାରଣା ମାନେ ଚକ ନିର୍ମାଣରେ ଲାଗିପଡ଼ିଥିବାବେଳେ ଏହି ପରମ୍ପରାକୁ ନେଇ ରଥ ଖଳାରେ ଗୁରୁବାର ଅଖ ନିର୍ମାଣର ଅନୁକୂଳ ହୋଇଥିବାବେଳେ ଏହାର ଦୁଇ ପାଖକୁ ଚଉପଟ ପରେ ଗୋଲେଇ କରାଯାଉଛି । ପ୍ରତି ରଥର ନାହାକା ଅଖ କାମ ଜାରି ରହିଥିବାବେଳେ […]

Read More Text.
22

ବଡବିଲ ‘ଡୁବୁନା’ ଲୌହ ପଥର ଖଣିର ପୁନଃ ଆରମ୍ଭ, ବାର୍ଷିକ ଉତ୍ପାଦନ ହେବ ୩ ନିୟୁତ ଟନ୍

ଭୁବନେଶ୍ୱର: ଖଣିଜ ସମ୍ପଦ ପରିପୂର୍ଣ୍ଣ ରାଜ୍ୟ ଭାବେ ଓଡିଶା ଭାରତ ବର୍ଷରେ ଏକ ଅଗ୍ରଣୀ ରାଜ୍ୟ । ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡିଶାରେ ମହଜୁଦ୍ ଅଛି । ଓଡ଼ିଶା ଖଣି ନିଗମ (ଓଏମସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ ଓ ଖଣି ଖନନ କାର୍ଯ୍ୟ ଦାୟିତ୍ୱପୂର୍ଣ୍ଣ ଭାବେ କରିଆସୁଛି । ରାଜ୍ୟକୁ ଅର୍ଥନୈତିକ ସ୍ତରରେ ସମୃଦ୍ଧ କରିବା ପାଇଁ ଓଏମସିର […]

Read More Text.
Images (1)

କୃଷି ଓଭର୍‍ସିଅରଙ୍କ ମାସିକ ଗସ୍ତଭତ୍ତା ୪୫୦ରୁ ୧୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାର କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି ଓଭର୍‍ସିଅର ପଦବି ଥିବାବେଳେ ବର୍ତ୍ତମାନ ୧୨୫୭ ଜଣ କାର୍ଯ୍ୟରତ ଅଛନ୍ତି। ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅରମାନଙ୍କୁ ଅତି କମରେ ୨୦ ଦିନ ଗସ୍ତ କରିବାକୁ ପଡ଼ିଥାଏ। ପୂର୍ବରୁ ସେମାନଙ୍କ ମାସିକ ଗସ୍ତଭତ୍ତା ୩୦୦ ଟଙ୍କା […]

Read More Text.
24

୨୮ଜୁନରୁ ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି

ପୁରୀ: ୨୮ଜୁନରୁ ୬ ଜୁଲାଇ ମଧ୍ୟରେ ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଗର୍ଭଗୃହ ଓ ରତ୍ନଭଣ୍ଡାର ମରାମତି ନେଇ ବୈଠକ ପରେ ଶ୍ରୀ ପାଢ଼ୀ କହିଛନ୍ତି ଯେ ୨୮ଜୁନରୁ ୬ ଜୁଲାଇ ମଧ୍ୟରେ ବାହାର ରତ୍ନଭଣ୍ଡାର ମରାମତି ହେବ। ଭିତର ରତ୍ନଭଣ୍ଡାର ମରାମତି ପ୍ରାୟତଃ ଶେଷ ହୋଇଛି, କେବଳ ଚଟାଣ କାମ ବାକି ରହିଛି। ଗର୍ଭଗୃହ ଭିତରେ ଷ୍ଟେନଲେସ ଷ୍ଟିଲର ଜାଲି ଲାଗିବ। […]

Read More Text.
7 2 750x430

ନକଲି ଜାତି ପ୍ରମାଣପତ୍ର ଆଶଙ୍କା, ଆଦିବାସୀ ଦଳିତ ସେନାର ସାମ୍ବାଦିକ ସମ୍ମିଳନୀ

ସମ୍ବଲପୁର: ସମ୍ବଲପୁରର ସାମ୍ବାଦିକ ଭବନ ଠାରେ ପଶ୍ଚିମ ଓଡ଼ିଶା ଦଳିତ ସୁରକ୍ଷା ପରିଷଦ ଓ ସମ୍ବଲପୁର ଜିଲା ଆଦିବାସୀ ଦଳିତ ସେନା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ମିଳିତ ଭାବରେ ରାଜସ୍ୱ ମନ୍ତ୍ରୀଙ୍କ ବିନା ପଟ୍ଟାରେ ଜାତି ପ୍ରମାଣପତ୍ର ଦେବା ଘୋଷଣା ପ୍ରସଙ୍ଗରେ ସ୍ପଷ୍ଟିକରଣ ରଖାଯାଇଛି। ସାମ୍ବାଦିକ ସମ୍ମିଳନୀରେ ପଶ୍ଚିମ ଓଡ଼ିଶା ଦଳିତ ସୁରକ୍ଷା ପରିଷଦ ଅଧ୍ୟକ୍ଷ ନିହାଲ ସିଂ କହିଛନ୍ତି ଯେ, ଜାତି ପ୍ରମାଣପତ୍ର ପାଇବାରେ କୋୖଣସି ଅବହେଳା ପ୍ରଦର୍ଶନ ହେଉ ନାହିଁ। ଡକ୍ଟର ବିଆର […]

Read More Text.
1

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ

କଟକ: ୨୦୨୫ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହୋଇଛି। ଚଳିତ ବର୍ଷ ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରାର୍ଥୀ, ପରୀକ୍ଷା ଦେଇ ଫେଲ୍‌ ହୋଇଥିବା ପରୀକ୍ଷାର୍ଥୀ ଓ କପି କରି ଏମ୍‌ପି ହୋଇଥିବା ପରୀକ୍ଷାର୍ଥୀମାନେ ହିଁ ପୁଣି ପରୀକ୍ଷା ଦେବା ପାଇଁ ବୋର୍ଡ ପକ୍ଷରୁ ସୁଯୋଗ ଦିଆଯାଇଛି। ଫର୍ମ ପୂରଣ ଶେଷ ତାରିଖ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରହିଛି। ରେଗୁଲାର ପରୀକ୍ଷା ପରି ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ପାଇଁ ଇଚ୍ଛୁକ ପ୍ରାର୍ଥୀମାନେ ବିଦ୍ୟାଳୟ […]

Read More Text.