ତୈଳ ଜାହାଜରେ ୨୧ ପାକିସ୍ତାନୀ କ୍ରିୟୁ ମେମ୍ବର, ଯାଞ୍ଚ କରୁଛନ୍ତି କୋଷ୍ଟ ଗାର୍ଡ
ପାରାଦୀପ : ତୈଳ ଜାହାଜରେ ପାକିସ୍ତାନୀ କ୍ରିୟୁ ମେମ୍ବର । ପାରାଦୀପ ବନ୍ଦର SPM ବର୍ଥରେ ଲାଗିଲା ଅଶୋଧିତ ତୈଳ ନେଇ ଆସିଥିବା ଜାହାଜ । ତୈଳ ଜାହାଜ ଦକ୍ଷିଣ କୋରିଆରୁ ପଣ୍ୟ ନେଇ ପାରାଦୀପକୁ ଆସିଛି । ଜାହାଜରେ ଅଛନ୍ତି ୨୫ ଜଣ କ୍ରିୟୁ ମେମ୍ବର । ୨୧ ପାକିସ୍ତାନୀ କ୍ରୀୟୁ ମେମ୍ବର ଥିବାର ସୂଚନା ଇମିଗ୍ରେସନ ବିଭାଗରୁ ସୂଚନା ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡାକଡି । ତୈଳ ଖଲାସ ହେବ ପର୍ଯ୍ୟନ୍ତ ମେରାଇନ […]
Read More Text.