ଯାଜପୁରରେ ସର୍ବାଧିକ ୨୬୯ ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା
ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ବିଧାନସଭାରେ କହିଛନ୍ତି, ଗତ ୨୦୨୪ ଜୁନ୍ରୁ ୨୦୨୫ ଫେବ୍ରୁଆରି ଶେଷ ସୁଦ୍ଧା ସର୍ବମୋଟ ୨୪୮୩ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା ରାଜ୍ୟର ବିଭିନ୍ନ ଥାନାରେ ପଞ୍ଜୀକୃତ ହୋଇଛି। ତେବେ ଏହି ମାମଲାଗୁଡ଼ିକର ତଦନ୍ତ ଉପ ଆରକ୍ଷୀ ଅଧିକ୍ଷକ(ଡିଏସପି) ପାହ୍ୟାରେ କରାଯାଉଛି। ସର୍ବାଧିକ ଯାଜପୁରରେ ୨୬୯, କଟକରେ ୧୫୯, ଜଗତସିଂହପୁରରେ ୧୫୭ଟି ନିର୍ଯାତନା ଘଟଣା ଘଟିଛି। ତଦନ୍ତକାରୀ ଅଫିସର ଓ ଜଣେ […]
Read More Text.