ବାରିପଦା ରେ ଦ୍ଵିତୀୟରାଷ୍ଟ୍ରୀୟ ଲୋକ ଅଦାଲତ, ୨୦୨୫
ବାରିପଦା: ଜିଲ୍ଲା ଆଇନ ସେବା ପ୍ରାଧିକରଣ, ମୟୂରଭଞ୍ଜ ପକ୍ଷରୁ ବାରିପଦା ଠାରେ ଜିଲ୍ଲା ଓ ଦୌରାଜଜଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲୋକ ଅଦାଲତରେ ମୋଟ ୯୩୫୪ ଟି ମାମଲା ମଧ୍ୟରୁ ୨୪୯୧ ଟି ମାମଲାର ଅପୋଷ ବିଚାର ହୋଇ ମୋଟ ୨,୧୩,୮୭,୦୨୦ ଟଙ୍କା ଅଦାୟ ପାଇଁ ସମାଧାନ ହୋଇଥିବା ଜଣାପଡିଛି । ଜିଲ୍ଲା ଓ ଦୌରାଜକ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ ପଟ୍ଟନାୟକ […]
Read More Text.