ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆମ ରାଜ୍ୟ ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି। ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ଗଚ୍ଛିତ ଅଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, କୌଣସି ପ୍ରକାର କଳାବଜାରୀକୁ ପ୍ରଶ୍ରୟ ଦିଆଯିବ ନାହିଁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଅପେରସନ ସିନ୍ଦୂରରେ ସୀମିତ ରହିବନି […]
Read More Text.