ପ୍ରଭୁ ଜଗନ୍ନାଥଙ୍କ ଆଦିପୀଠ ନୀଳମାଧଵ ପୀଠର ଅବହେଳା ନେଇ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୟାଗଡ଼ କଣ୍ଟିଲୋ ସ୍ଥିତ ନୀଳମାଧଵ ଗସ୍ତରେ ଯାଇ ବିଶ୍ୱାବସୁ ସମାଜ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଷ୍ଟ୍ରପତି ଏହି ଗସ୍ତକୁ ଏକ ସୁଯୋଗ ଭାବେ ବର୍ଣ୍ଣନା କରିଛନ୍ତି। ରାଷ୍ଟ୍ରପତି ପ୍ରଭୁ ଜଗନ୍ନାଥଙ୍କ ଆଦିପୀଠ କୁହାଯାଉଥିବା କଣ୍ଟିଲୋ ନୀଳମାଧଵ ପୀଠର ବିକାଶ ହୋଇନଥିବା ବିଷୟ ପ୍ରକାଶ କରି କ୍ଷୋଭ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀଳମାଧଵ ପୀଠର ବିକାଶ ଲାଗି ଅର୍ଥର ଅଭାବ ରହିବ ନାହିଁ ବୋଲି କହିବା […]

Read More Text.

ଉପଭୋକ୍ତାଙ୍କୁ ଆଶ୍ବସ୍ତି: ସ୍ମାର୍ଟ ମିଟର ଭଡାରେ ରିହାତି,ବିଦ୍ୟୁତ ଶୁଳ୍କ ଅପରିବର୍ତ୍ତିତ

ଭୁବନେଶ୍ବର: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ସୋମବାର ରାଜ୍ୟର ବିଦ୍ୟୁତ୍ ଗ୍ରାହକମାନଙ୍କୁ ଆର୍ଥିକ ଆଶ୍ୱସ୍ତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଅନେକ ଗ୍ରାହକ ଅନୁକୂଳ ପଦକ୍ଷେପ ଘୋଷଣା କରିଛି। ସଦ୍ୟତମ ଘୋଷଣା ଅନୁଯାୟୀ, ୨ କିଲୋୱାଟ ପର୍ଯ୍ୟନ୍ତ ସଂଯୁକ୍ତ ଲୋଡ୍ ସହିତ ସ୍ମାର୍ଟ ମିଟର ବ୍ୟବହାର କରୁଥିବା ଉପଭୋକ୍ତାମାନେ ଏବେ ମାସିକ ମିଟର ଭଡା ଦେବାରୁ ମୁକ୍ତ ହେବେ। ଏହି ପଦକ୍ଷେପ ଦ୍ୱାରା ବହୁ ସଂଖ୍ୟକ ଘରୋଇ ଉପଭୋକ୍ତା ଉପକୃତ ହେବେ। […]

Read More Text.

ଯେଉଁ ଗାଁକୁ ଗଲେ ବି ପ୍ରଧାନମନ୍ତ୍ରୀ ଆବାସ ଘର ଦେଖିବାକୁ ପାଇଲିନି: ମନ୍ତ୍ରୀ

ଭୁବନେଶ୍ଵର: ମୟୂରଭଞ୍ଜରେ କ୍ଷୟକ୍ଷତି ଆକଳନକୁ ନେଇ ରୋଚକ ତଥ୍ୟ ଦେଲେ ରାଜସ୍ବ ମନ୍ତ୍ରୀ ସୁରେଷ ପୂଜାରୀ । ଯେଉଁ ଗାଁକୁ ଗଲେ ବି ଦେଖିବାକୁ ପାଇଲେନି ଗୋଟେ ହେଲେ ବି ପ୍ରଧାନମନ୍ତ୍ରୀ ଆବାସ ଘର । ଯଦି ସରକାରୀ ଆବାସ ଘର ନିର୍ମାଣ ହୋଇଥାନ୍ତା ତାହେଲେ ଏତେ ପରିମାଣର କ୍ଷତି ହୋଇ ନ ଥାନ୍ତା । ତେଣୁ କିପରି ଭାବେ ଆବାସ ବଣ୍ଟନ ହୋଇଥିଲା ଏଥିରୁ ସ୍ପଷ୍ଟ ଜଣା ପଡୁଛି ବୋଲି କହିଛନ୍ତି ରାଜସ୍ଵ ମନ୍ତ୍ରୀ । […]

Read More Text.

ଚାଲିପାରୁନି ବିଧାନସଭା, ବିରୋଧୀଙ୍କୁ ଆଲୋଚନା ପାଇଁ ଆହ୍ବାନ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ଚାଲିପାରୁନି ବିଧାନସଭା । ବିରୋଧୀଙ୍କ ପ୍ରବଳ ହଟ୍ଟଗାଳ ।  ବାରମ୍ବାର ଗୃହ ମୁଲତବୀ ।  ବିଧାନସଭା ଅଚଳାବସ୍ଥା ନେଇ ବିରୋଧୀଙ୍କୁ ଦାୟୀ କଲା ବିଜେପି ।  ବିରୋଧୀଙ୍କ ହୋହଲ୍ଲା ଯୋଗୁ ବିଧାନସଭା ଚାଲିପାରୁନି ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ବିରୋଧୀ ଲକ୍ଷ୍ମଣ ରେଖା ଉଲଙ୍ଘନ କରୁଛନ୍ତି । କଂଗ୍ରେସର ଏଭଳି ଆଚରଣକୁ ଓଡ଼ିଶାବାସୀ କ୍ଷମା ଦେବେନି । ବାଚସ୍ପତିଙ୍କ ପୋଡ଼ିୟମରେ ଚଢ଼ି ଘଣ୍ଟି ବଜାଇବା ଅଶୋଭନୀୟ। ଘଣ୍ଟି ଓ ଗିନି ବଜାଇବା ସ୍ଥାନ […]

Read More Text.

ଶୁଣୁନାହାନ୍ତି ସରକାର, ୨୭ରେ ବିଧାନସଭା ଘେରାଉ କରିବ କଂଗ୍ରେସ

ଭୁବନେଶ୍ବର: ଶୁଣୁନାହାନ୍ତି ସରକାର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଖି, କାନ, ପାଟି ସବୁ ଖୋଲନ୍ତୁ । ନାରୀ ସୁରକ୍ଷା ନେଇ ପ୍ରତିଶ୍ରୁତି ଦିଅନ୍ତୁ । ଗୃହ କମିଟି କରାଯାଉ ବୋଲି ଦାବି କରି କିଛି ଏପରି କହିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀ ପତି । ଏମିତିକି ଆସନ୍ତା ୨୭ରେ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ କରାଯିବ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି ତାରା । ଏନେଇ ତାରା କହିଛନ୍ତି, ପିସିସି ସଭାପତି ଭକ୍ତ ଚରଣ […]

Read More Text.

ଜଙ୍ଗଲରୁ ମିଳିଲା ନାବାଳିକାର କଙ୍କାଳ, ହତ୍ୟା ଅଭିଯୋଗ

ଗଞ୍ଜାମ: ମିଳିଲା ଜବତ କଙ୍କାଳର ପରିଚୟ । କଙ୍କାଳଟି ଜଣେ ନାବାଳିକାର ହୋଇଥିବା ବେଳେ ଗତ କିଛି ଦିନ ଧରି ନାବାଳିକା ଜଣଙ୍କ ନିଖୋଜ ଥିଲେ । ତେବେ କେହି ଜଣେ ନାବାଳିକାଙ୍କୁ ହତ୍ୟା କରି ଜଙ୍ଗଲରେ ଫୋପାଡି ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ । ଗତକାଲି ଗଞ୍ଜାମ ସୋରଡ଼ା ଥାନା ଗାଜଲବାଡ଼ି କେଟାମଣି ପାହାଡ ନିକଟ ଜଙ୍ଗଲରୁ ଏକ ନର କଙ୍କାଳ ଉଦ୍ଧାର କରିଥିଲା ପୋଲିସ । ସୂଚନା ଅନୁସାରେ, ଗତକାଲି ଗଞ୍ଜାମ ସୋରଡ଼ା […]

Read More Text.

କାଳବୈଶାଖୀ ପାଇଁ ୨୦ କୋଟି, ମୟୂରଭଞ୍ଜ ଜିଲ୍ଲାରେ କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା

ମୟୂରଭଞ୍ଜ : କାଳବୈଶାଖୀ ପାଇଁ ୨୦ କୋଟି ।  ମୟୂରଭଞ୍ଜ ଜିଲ୍ଲାରେ କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।  କାଳବୈଶାଖୀରେ ମୟୂରଭଞ୍ଜର ବାଙ୍ଗିରିପୋଷି ଏବଂ ବିଷୋୟୀ ଅଧିକ ପ୍ରଭାବିତ ହୋଇଛି।  ଏନେଇ ପ୍ରାଥମିକ ଆକଳନ ରିପୋର୍ଟ ଆସି ସାରିଛି। ଏହା ପରେ ଜିଲ୍ଲାପାଳଙ୍କୁ ୨୦ କୋଟି ୩୮ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଆଜି ସନ୍ଧ୍ୟା ସୁଦ୍ଧା ମିଳିଯିବ ଆର୍ଥିକ ସହାୟତା । ଗତକାଲି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରପୋଷି ଗସ୍ତ […]

Read More Text.

ଜମାକାରୀ ଫେରିପାଇବେ ଚିଟଫଣ୍ଡ ଟଙ୍କା

ଭୁବନେଶ୍ବର: ଚିଟଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା । ଯେଉଁ ଯେଉଁମାନେ ଚିଟଫଣ୍ଡ ସଂସ୍ଥାର ଶିକାର ହୋଇ ନିଜର ଟଙ୍କା ହରାଇଛନ୍ତି, ସେମାନେ ଖୁବଶୀଘ୍ର ସେମାନଙ୍କ ଟଙ୍କା ଫେରିପାଇବେ । ଏନେଇ ଆଜି ବିଧାନସଭାରେ ଦମ୍ଭୋକ୍ତି ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଧାନସମାରେ ଲିଖିତ ଉତ୍ତର ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଚିଟଫଣ୍ଡ୍‌ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ ଚାଲିଛି । ନୂଆ […]

Read More Text.

ରାଜଧାନୀରୁ ଧରାପଡିଲେ ନକଲି ପୋଲିସ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବି ଚାଲିଥିଲା ନକଲି ପୋଲିସଙ୍କ କାର୍ଣ୍ଣାମା । ଏସଆଇ ଏବଂ କନେଷ୍ଟବଳ ସାଜି ଲୋକଙ୍କ ଆଖିରେ ଦେଇଚାଲିଥିଲେ ଧୂଳି । ଶେଷରେ ନକଲି ପୋଲିସକୁ ଧରିଛି ଅସଲି ପୋଲିସ । ଏଥିସହିତ ସେମାନଙ୍କ ଠାରୁ ପ୍ରାୟ ଲକ୍ଷେ ଉପରେ ନକଲି ନୋଟ୍ ଜବତ କରିଛି । ଚେକିଂ ପ୍ଲକିଂ ବେଳେ ଧରାପଡିଥିବା ନେଇ ସୂଚନା ଦେଇଛି ସହିଦନଗର ପୋଲିସ୍ । ତେବେ ରାଜଧାନୀରୁ ନକଲି ପୋଲିସ୍ ବୁଲୁଥିବାର ପୂର୍ବରୁ ଅଭିଯୋଗ ହୋଇଥିଲା । […]

Read More Text.

ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ

ନୟାଗଡ: ନୟାଗଡରେ ମହାମହିମ । କଣ୍ଟିଲୋ ଯାଇ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ ।  ନୀଳମାଧବଙ୍କୁ ଦର୍ଶନ ପରେ ବିଶ୍ବାବସୁଙ୍କ ଗାଁ କାଳିଆପଲ୍ଲୀ ଯାଇଛନ୍ତି।  କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୂତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ଏହାପରେ ବିଶ୍ୱାବସୁଙ୍କ ତପସ୍ୟା ସ୍ଥଳକୁ ଯାଇ ଭୁବନେଶ୍ୱର ଫେରିଯିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ଫେରି ଭୁବନେଶ୍ବର ରାଜଭବନରେ ରାତ୍ରିଯାପନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ନୟାଗଡ଼ରେ ୩୦ ପ୍ଲାଟୁନ ପୋଲିସ […]

Read More Text.