‘ସମ୍ବିଧାନ ବଞ୍ଚାଅ ନେଇ’ ପ୍ରସ୍ତୁତି ପାଇଁ କଂଗ୍ରେସ ଦଳ ତରଫରୁ ସାମ୍ବାଦିକ ସମ୍ମିଳନୀ

ବାରିପଦା : ସମ୍ବିଧାନ ଉପରେ ବିଜେପିର ବାରମ୍ବାର କଠୋରଘାତ ନେଇ କଂଗ୍ରେସ ଦଳ ଘୋର ଅସନ୍ତୋଷ ପ୍ରକାଶ କରିଛି । ସମ୍ବିଧାନ କୁ ଦୁର୍ବଳ କରି ଦିଆଯାଉଛି । ତେଣୁ ଡଃ ବାବା ସାହେବ ଆମ୍ବେଦକରଙ୍କ ପ୍ରଣୀତ ସମ୍ବିଧାନ ହେଉଛି ଦେଶର ଗଣତନ୍ତ୍ର ର ସୁରକ୍ଷା କବଚ । ସମ୍ବିଧାନ ଦ୍ବାରା ଦଳମତ,ଜାତିଗତ ନିର୍ବିଶେଷରେ ସମସ୍ତଙ୍କର ମୌଳିକ ଅଧିକାର କୁ ସୁରକ୍ଷା ଦେଉଛି । କିନ୍ତୁ ଏହାକୁ ଏନଡିଏ ସରକାର ଦିନକୁ ଦିନ ଆଇନ ବଦଳାଇ ଦୁର୍ବଳ […]

Read More Text.
3

ଆସନ୍ତାକାଲି ମକ୍‌ଡ୍ରିଲ୍‌, ଦିନ ୪ଟାରେ ବାଜିବ ଯୁଦ୍ଧ ସାଇରନ୍‌

ଭୁବନେଶ୍ଵର: ରାଜ୍ୟରେ ମକ୍‌ଡ୍ରିଲ୍‌ ନେଇ ଗୃହ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକ ସରିବା ପରେ ଯୁଦ୍ଧ ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଡିଜିଙ୍କ କହିବାନୁସାରେ, ବୁଧବାର ଅପରାହ୍ନ ୪ଟାରେ ମକ୍‌ଡ୍ରିଲ ସାଇରନ୍‌ ବାଜିବ। ଆସନ୍ତାକାଲିଠାରୁ ପର୍ଯ୍ୟାୟକ୍ରମେ ସପ୍ତାହେ ଧରି ଏହି କାର୍ଯ୍ୟକ୍ରମ ଚାଲିବ। ପ୍ରଥମ ପର୍ଯ୍ୟାୟ ବୁଧବାର ଉପକୂଳବର୍ତ୍ତୀ ଜିଲା ଓ ସହରାଞ୍ଚଳରେ ମକ୍‌ଡ୍ରିଲ୍‌ କରାଯିବ। ଶତ୍ରୁପକ୍ଷ ବିମାନ ଆକ୍ରମଣ […]

Read More Text.

ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ

ବାଲଶ୍ବର : ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ବାଣ ଗୋଦାମରେ ବିସ୍ଫୋରଣ ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ୫ ଜଣ ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଗୁରୁତରଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ମଙ୍ଗଳବାର ବିସ୍ଫୋରଣ ଘଟିଥିଲା। ଏଥିରେ ୧୧ ଜଣ ଆହତ ହୋଇଥିବାବେଳେ […]

Read More Text.

ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ

ଭୁବନେଶ୍ୱର : ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ। ଏହା କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଜନ ଗଣନା ସରିବା ଯାଏ ଏ ପ୍ରକ୍ରିୟାରେ ଲାଗିବ ରୋକ । ଜୁଲାଇରେ ହେବ ଜନଗଣନା। ଏହା ପୂର୍ବରୁ ପଡ଼ା ଗାଁରୁ ରାଜସ୍ୱ ଗ୍ରାମ ହେବା ପାଇଁ ଆସିଥିବା ଆବେଦନ ଗୁଡିକୁ ମଞ୍ଜୁର କରିବାକୁ ଚେଷ୍ଟା କରାଯିବ। ହଜାରେ ଆବେଦନରୁ ୩ଶହ ରାଜସ୍ୱ ଗାଁ ହୋଇ ସାରିଲାଣି। ମୋଡାଲିଟି […]

Read More Text.

ସବୁ ଜଗନ୍ନାଥ ମନ୍ଦିର ପାଇଁ ତିଆରି ହେବ ମାର୍ଗଦର୍ଶିକା

ଭୁବନେଶ୍ୱର: ଦୀଘା ଜଗନ୍ନାଥ ଧାମ ନାମକରଣ ବିବାଦ ନେଇ ଆଇନ ମନ୍ତ୍ରୀଙ୍କ ଚେତାବନୀ। ଦରକାର ପଡ଼ିଲେ ଆମେ ଆଇନର ଆଶ୍ରୟ ନେବୁ କହିଲେ। ଧାମ ଶବ୍ଦର ନାଁ କେବଳ ୪ଟି ସ୍ଥାନ ସହ ଜଡ଼ିତ। ଅନ୍ୟ କୌଣସି ସ୍ଥାନକୁ ଧାମ କୁହାଯାଇ ପାରିବ ନାହିଁ। ସେହିପରି ଦୀଘା ବେଳାଭୂମିକୁ ମହୋଦଧି କହିବାକୁ ବିରୋଧ କରୁଛୁ। ଏନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖିବେ ରାଜ୍ୟ ସରକାର। ନ ମାନିଲେ ଆମେ ଆଇନର ଆଶ୍ରୟ ନେବୁ ବୋଲି କହିଛନ୍ତି ପୃଥ୍ବୀରାଜ। […]

Read More Text.

ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଜୋର ଧରିଛି ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ। ଏହାରି ଭିତରେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଳକା ଦାରୁ ପ୍ରସଙ୍ଗ କଥା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ। ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ବଳକା ଦାରୁରେ ଅଢ଼େଇ ଫୁଟ ମୂର୍ତ୍ତି ନିର୍ମାଣ ଅସମ୍ଭବ। ମହାରଣା ସେବକଙ୍କ ସହ ଆଲୋଚନା ପରେ ଏହା ସ୍ପଷ୍ଟ ହୋଇଛି। ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ […]

Read More Text.
Sankha bhawan

ବିଜେଡିର ନୂଆ ସଂଗଠନ ଗଠନ, ୧୫ ଉପସଭାପତି, ୨୦ ବରିଷ୍ଠ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ

ଭୁବନେଶ୍ଵର: ପ୍ରଥମ ଥର ନିର୍ବାଚନ ହାରି ବିରୋଧୀ ଦଳ ଆସନରେ ବସିଥିବା ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଦଳରେ ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ଏସବୁ ପଦରେ ନେତାମାନଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି। ପ୍ରଥମ ଥର ବିଜେଡିରେ ସଂଗଠନ ସାଂପାଦକ […]

Read More Text.
Gajapati

ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ ନୁହେଁ’: ସ୍ପଷ୍ଟ କଲେ ଗଜପତି ମହାରାଜା

ପୁରୀ: ଆସିଲା ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ସ୍ପଷ୍ଟୀକରଣ। ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି କହିଛନ୍ତି ଗତପତି ମହାରାଜା। ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା। ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି। ମୁକ୍ତି ମଣ୍ଡପ ମତକୁ ଆଧାର କରି ମତ ରଖିଲେ ଗଜପତି ମହାରାଜା। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂଳପୀଠ ପୁରୁଷୋତ୍ତମ କ୍ଷେତ୍ର। ଅନ୍ୟ କୌଣସି ସ୍ଥାନକୁ ଧାମ ନାଁ ଦିଆଯାଇପାରିବନି। ଜଗନ୍ନାଥଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର ନାଁ ଦିଆଯାଇପାରିବନି। […]

Read More Text.

ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ, ୧୦ ଜଣିଆ କମିଟିର ଅଧ୍ୟକ୍ଷ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି ।   ୧୦ ଜଣିଆ କମିଟି ଗଠନ କରାଯାଇଛି ।  ଏହାର ଅଧ୍ୟକ୍ଷ ଅଛନ୍ତି ନବୀନ ପଟ୍ଟନାୟକ ।  ସମସ୍ୟଙ୍କ ମଧ୍ୟରେ ଅଛନ୍ତି ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ସଂଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ସୁଦାମ ମାର୍ଣ୍ଣି, ଟୁକୁନି ସାହୁ, ସସ୍ମିତ ପାତ୍ର ଓ ସଂତୃପ୍ତ ମିଶ୍ର ।

Read More Text.
Bishnu

ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି, ୭ ତାରିଖକୁ ଘୁଞ୍ଚିଲା ଶୁଣାଣି

କଟକ: IAS ବିଷ୍ଣୁପଦ ସେଠୀଙ୍କୁ ଆଶ୍ବସ୍ତି । ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା ବଢ଼ିଲା। ଅନ୍ତରୀଣ ଆଦେଶ ବଳବତ୍ତର ରଖିଲେ ହାଇକୋର୍ଟ। କେସ୍‌ ଡାଏରୀ ଦାଖଲ କରିବାକୁ ନିର୍ଦ୍ଦେଶ। ଭର୍ଚୁଆଲରେ ହାଜର ହେବେ ତଦନ୍ତ ଅଧିକାରୀ। ଆସନ୍ତା ୭ ତାରିଖକୁ ଘୁଞ୍ଚିଲା ଶୁଣାଣି। କଠୋର ପଦକ୍ଷେପ ନନେବା ଲାଗି ରହିଛି ଅନ୍ତରୀଣ ନିର୍ଦ୍ଦେଶ। ଗିରଫଦାରୀ ଏଡ଼ାଇବାକୁ ହାଇକୋର୍ଟ ଯାଇଥିଲେ ବିଷ୍ଣୁପଦ। ସୂଚନାଯୋଗ୍ୟ ଯେ, ବ୍ରିଜ୍‌‌ ଆଣ୍ଡ ରୁଫ୍‌‌ କର୍ପୋରେସନ‌ ଲିମିଟେଡ୍‌‌ ପାଇଁ ଏକ ବିଲ୍‌ ପାସ୍‌ […]

Read More Text.