ବାଲି ଖାଦାନ ପରିଚାଳନା ନେଇ ଲଘୁ ଖଣିଜ ନିର୍ଦ୍ଦେଶାଳୟ ପକ୍ଷରୁ ଏସ୍ଓପି ଜାରି
ଭୁବନେଶ୍ବର: ରାଜ୍ୟରେ ବାଲି ଓ ଖଣି ମାଫିଆ ମାତିଛନ୍ତି। ବାଲି ଓ ଖଣି ମାଫିଆମାନେ ରାଜ୍ୟ ଭିତରୁ ବେଆଇନ୍ ଭାବେ ବାଲି ଓ ଖଣିଜ ସାମଗ୍ରୀ ଚାଲାଣ କରି ଲକ୍ଷଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ଆଗାମୀ ଦିନରେ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ହାତକୁ ପଦକ୍ଷେପ ନେଇଛନ୍ତି। ବାଲି ଖାଦାନ ପରିଚାଳନା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର ବା ଏସଓପି ଆସିଛି। ଲଘୁ ଖଣିଜ ନିର୍ଦ୍ଦେଶାଳୟ ପକ୍ଷରୁ ଏସ୍ଓପି ଜାରି ହୋଇଛି। ଏସ୍ଓପି ଅନୁଯାୟୀ ବାଲି ପରିଚାଳନା […]
Read More Text.