ରାଜ୍ୟରେ ହେବ ଆଉ ୬ଟି ନୂଆ ହୋଟେଲ୍ ଏବଂ ରିସର୍ଟ
ଭୁବନେଶ୍ବର: ରାଜ୍ୟରେ ଆଉ ୬ଟି ନୂଆ ହୋଟେଲ୍ ଓ ରିସର୍ଟ ଖୋଲାଯିବ । ଏନେଇ ଶୁକ୍ରବାର ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲ୍ ୱିଣ୍ଡୋ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏହି ହୋଟେଲ ଆଉ ରିସର୍ଟ ଗୁଡିକ ଗଞ୍ଜାମ, ଖୋର୍ଦ୍ଧା, ଅନୁଗୁଳ ଓ କୋରାପୁଟରେ ଖୋଲାଯିବ । ଏନେଇ ବୈଠକରେ ଏହି ପ୍ରକଳ୍ପ ସମେତ ୩୮୯୮.୫୪ କୋଟି ଟଙ୍କାର ୧୯ଟି ପ୍ରକଳ୍ପକୁ ମଞ୍ଜୁରି ପ୍ରଦାନ କରାଯାଇଛି । ବୈଠକରୁ ମିଳିଥିବା ସୂଚନା ଅନୁସାରେ, […]
Read More Text.