ପୁଣି KIITରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ସୂଚନା ଦେଲେ ପୋଲିସ କମିଶନର
ଭୁବନେଶ୍ୱର, ୧।୫: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏନେଇ ପୋଲିସ କମିଶନର ଏସ. ଦେବଦତ୍ତ ସୂଚନ ଦେଇଛନ୍ତି। ତେବେ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ଏଯାଏଁ ଜଣାପଡ଼ି ନାହିଁ ଏବଂ ଆତ୍ମହତ୍ୟା ନେଇ କିଟ୍ ପକ୍ଷରୁ […]
Read More Text.