ନବୀନ ନିବାସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା
ଭୁବନେଶ୍ୱର : ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା । ନବୀନ ପଟ୍ଟନାୟକ ନବମ ଥର ସଭାପତି ହେବା ପରେ ଭେଟିଛନ୍ତି ଦଳର ବରିଷ୍ଠ ନେତା । ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚୀ ନାୟକ, ସଞ୍ଜୟ ଦାସବର୍ମା, ଅରୁଣ ସାହୁ ପ୍ରମୁଖ ଭେଟିଛନ୍ତି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସୂଚନା ମିଳିଛି । ଦଳକୁ କିପରି ସୁଦୃଢ କରିବେ ସେନେଇ ମଧ୍ୟ ହୋଇପାରେ ଆଲୋଚନା । […]
Read More Text.