ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼, ୩ ଆହତ
ବ୍ରହ୍ମପୁର : ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି । ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା ଳାଗି ବିକ୍ରମପୁର ଗ୍ରାମରୁ ବରଯାତ୍ରୀ ଦଳ ଆସିଥିଲେ । ଶୋଭାଯାତ୍ରା ସମୟରେ କୌଣସି କାରଣରୁ ଗଣ୍ଡଗୋଳ ଘଟିବାରୁ ଛୁରାମାଡ଼ ହୋଇଥିଲା । ଛୁରାମାଡରେ ୩ ଜଣ ଆହତ ହୋଇଥିବା ବେଳେ, ଜଣେ ଗୁରୁତର ହୋଇ ପଡିଥିଲେ […]
Read More Text.