ନବୀନଙ୍କ ନବମ ଇନିଂସ୍: ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
ଭୁବନେଶ୍ଵର: ନବମଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ। ଏକାମାତ୍ର ପ୍ରାର୍ଥୀ ଭାବେ ନବୀନ ନାମାଙ୍କନ ଦାଖଲ କରିଥିଲେ। ସୂଚନାନୁଯାୟୀ, ଶନିବାର ସକାଳ ୧୧ଟାରେ ବିଜେଡି ରାଜ୍ୟ ପରିଷଦ ବୈଠକ ବସିଥିଲା। ୩୫୫ ରାଜ୍ୟ ପରିଷଦ ସଦସ୍ୟ […]
Read More Text.