ଜିଲ୍ଲାସ୍ତରୀୟ ପଲ୍ଲିଶ୍ରୀ ମେଳା ଓ ଚୈତ୍ର ପର୍ବ ପ୍ରସ୍ତୁତି ବୈଠକ
ବାରିପଦା : ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତରଫରୁ ଚୈତ୍ର ପର୍ବ -୨୦୨୬ ପାଳନ ଅବସରରେ ଜିଲ୍ଲାସ୍ତରୀୟ ପଲ୍ଲିଶ୍ରୀ ମେଳା ଆୟୋଜନ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏପ୍ରିଲ ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଚୈତ୍ର ପର୍ବ ଅବସରରେ ପଲ୍ଲିଶ୍ରୀ ମେଳା ଆୟୋଜନ ହେବ । ଓରମାସ୍ ତଥା ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି ପକ୍ଷରୁ […]
Read More Text.