ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ, ଜଳିଗଲା ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା
ପାରାଦୀପ : ପାରାଦୀପ ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ । ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା ଜଳି ଯାଇଛି । ମାଛଧରା ବନ୍ଦରରେ ରହିଛି ୬୫୦ ବଡ଼ ବୋଟ୍ ୪୦୦ ଟାପା । ଅଗ୍ନିକାଣ୍ଡ ର କାରଣ ଅସ୍ପଷ୍ଟ ରହିଛି । ବୋଟ୍ ଗୁଡିକ ଫାଇବର କୋଟିଂ ଥାଏ । ସେହିପରି ବୋଟ୍ ରେ ଜାଲ , ଡିଜେଲ ଓ ଗ୍ୟାସ ଟାଙ୍କି ରହିଛି । ଏଥିପାଇଁ ନିଆଁ ଭୟଙ୍କର ରୂପ […]
Read More Text.