ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜୈବପ୍ରଯୁକ୍ତି ବିଭାଗର ବକ୍ତୃତା କର୍ମଶାଳା
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ “ଜୈବପ୍ରଯୁକ୍ତିବିଦ୍ୟା: ଧାରଣକ୍ଷମ ବିକାଶ ପାଇଁ ଜୈବ ବିବିଧତା ଉପରେ ପ୍ରଭାବ” ବିଷୟ ଉପରେ ବିଜ୍ଞାନ ଏକାଡେମୀର ବକ୍ତୃତା କର୍ମଶାଳାର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜୈବପ୍ରଯୁକ୍ତି ବିଭାଗ ଦ୍ୱାରା ଆୟୋଜିତ ଏହି କର୍ମଶାଳା ବାଙ୍ଗାଲୋରସ୍ଥିତ ଭାରତୀୟ ବିଜ୍ଞାନ ଏକାଡେମୀ, ନୂଆଦିଲ୍ଲୀସ୍ଥିତ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଏବଂ ଆଲ୍ଲାହାବାଦସ୍ଥିତ ଜାତୀୟ ବିଜ୍ଞାନ ଏକାଡେମୀ ଦ୍ୱାରା ପ୍ରାୟୋଜିତ ହୋଇଥିଲା । ଉଦ୍ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ […]
Read More Text.