ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ  ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତାକାଲି ଅପ୍ରେଲ ୧୭ତାରିଖ ଦିବା ୧୧ ଘଟିକା ଠାରୁ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେପଞ୍ଜୀକରଣ ଆରମ୍ଭ ହେବ ।ଏଥିପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ପଞ୍ଜୀକୃତ ଦରଖାସ୍ତକାରୀ ସେମାନଙ୍କର […]

Read More Text.

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର  : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୧୦ଟା ସୁଦ୍ଧା ଅଫିସ୍‌ରେ ପହଞ୍ଚତ୍ବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗର ସମସ୍ତ କର୍ମଚାରୀ ନିରନ୍ତର ଭାବେ ନିଜ ଡ୍ୟୁଟିରେ ଯୋଗଦେବାକୁ କୁହାଯାଇଛି। ଏଥିରେ ଯେକୌଣସି ତ୍ରୁଟିକୁ ଗମ୍ଭୀରତାର […]

Read More Text.

ସବୁଜ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର : ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆପୋଲ ଗ୍ରୀନ ଏନର୍ଜି ଲିମିଟେଡ଼ କମ୍ପାନୀ ଦ୍ୱାରା ଓଡ଼ିଶାରେ ସୌର ବିଦ୍ୟୁତ ପ୍ରକଳ୍ପ ସ୍ଥାପନ ନିମନ୍ତେ ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କୁ ଏକ ଉପସ୍ଥାପନା ପ୍ରଦର୍ଶନ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱଚ୍ଛ ଓ ସବୁଜ ଭାରତ […]

Read More Text.

୪ ହଜାର କୋଟି ଟଙ୍କାର ସଡ଼କ ପ୍ରକଳ୍ପର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ

ଭୁବନେଶ୍ୱର : କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଆସନ୍ତାକାଲି (ଗୁରୁବାର) ଓଡିଶା ଗସ୍ତରେ ଆସିବେ। ଶ୍ରୀ ଗଡ଼କରୀ ଗୁରୁବାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଫଳରେ ରାଜ୍ୟର ସଡ଼କ ଭିତ୍ତିଭୂମିକୁ ଏକ ବଡ଼ ଧରଣର ପ୍ରୋତ୍ସାହନ ମିଳିବ ବୋଲି ଆଶା କରାଯାଉଛି। ଦିନିକିଆ ରାଜ୍ୟ ଗସ୍ତରେ ଆସୁଥିବା ଗଡ଼କରୀ ୪ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିବା ସହ ରାଜ୍ୟରେ ଚାଲିଥିବା ରାଜପଥ କାର୍ଯ୍ୟର ଅଗ୍ରଗତି ସମୀକ୍ଷା […]

Read More Text.

ଟିକିରା ଉନ୍ନୀତ ମଧ୍ୟଇଂରାଜୀ ବିଦ୍ୟାଳୟ ବାର୍ଷିକୋତ୍ସବ

ଆଗରପଡ଼ା :ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ତଥା ନରାଜପୁର କ୍ଳଷ୍ଟର ଅନ୍ତର୍ଗତ ଟିକିରା ଉନ୍ନୀତ ମଧ୍ୟଇଂରାଜୀ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁମତୀ ମାଝୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆଗରପଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ପତି, ମୁଖ୍ୟ ବକ୍ତା ଶିକ୍ଷାବିତ ନାରାୟଣ ଚନ୍ଦ୍ର ଲେଙ୍କା, ସମ୍ମାନୀତ ଅତିଥି ସରପଂଚ ବିନୋଦିନୀ ମହାନ୍ତି, ଅବସରପ୍ରାପ୍ତ ଶିକ୍ଷକ ରଘୁନାଥ ରାଉତ,ଶିକ୍ଷକ ପ୍ରଣୟ ସିଂହ, ସିଆରସିସି ପ୍ରଦୀପ […]

Read More Text.

ଆଗରପଡ଼ା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସିଲା ସରକାରୀ ୧୦୨ ଆମ୍ବୁଲାନ୍ସ

ଆଗରପଡ଼ା :ବନ୍ତ ବ୍ଳକରେ ଥିବା ଏକମାତ୍ର ଆଗରପଡ଼ା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଦୀର୍ଘଦିନ ପରେ ବୁଧବାର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସରକାରୀ ୧୦୨ ଆମ୍ବୁଲାନ୍ସ ଯୋଗାଇ ଦିଆ ଯାଇଥିବା ଜଣାପଡ଼ିଛି । ଯଦ୍ଦ୍ୱାରା ଗର୍ଭବତୀ ଓ ପ୍ରସୂତି ମହିଳାମାନେ ଚିକିତ୍ସା ପାଇଁ ବିନା ଦେୟରେ ମେଡିକାଲକୁ ଆସିପାରିବେ ଓ ଘରକୁ ଯାଇ ପାରିବେ । ପୂର୍ବରୁ ଭେଣ୍ଡର ମାନେ ଦେଇଥିବା ୧୦୨ ଆମ୍ବୁଲାନ୍ସ ବ୍ୟବହାର ପାଇଁ ଦେୟ ଦେବାକୁ ପଡ଼ୁଥିଲା । ଯଦ୍ଦ୍ୱାରା ଗରୀବ ଶ୍ରେଣୀର ଗର୍ଭବତୀ ଓ […]

Read More Text.

ବାରିପଦା ଠାରେ ପିଏମ ବିଶ୍ଵକର୍ମା ଓ ରାଷ୍ଟ୍ରୀୟ ଏସ. ଟି -ଏସ. ସି ହବ କନକ୍ଳେଭ କାର୍ଯ୍ୟକ୍ରମ ଅନୁଷ୍ଠିତ 

ମୁଖ୍ୟଅତିଥି ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ଶ୍ରୀ  ମୋହନ ଚରଣ ମାଝୀ  ପିଏମ ବିଶ୍ୱକର୍ମା ଯୋଜନାରେ ରାଜ୍ୟର 1,05,361ହିତାଧିକାରୀ ପଞ୍ଜିକୃତ, 18 ପ୍ରକାର କୌଳିକ ବୃତ୍ତି ସଂଯୁକ୍ତ  ବାରିପଦା – ଆଜି ସ୍ଥାନୀୟ  ଶ୍ରୀରାମ ଚନ୍ଦ୍ର ଭଂଞ୍ଜଦେଓ ବିଶ୍ୱ ବିଦ୍ୟାଳୟ କନ ଭେନସନ ହଲ ଠାରେ ‘ପିଏମ୍‌ ବିଶ୍ୱକର୍ମା’ ଓ ‘ରାଷ୍ଟ୍ରୀୟ ଏସ୍‌.ଟି-ଏସ୍‌.ସି ହବ୍‍’ କନ୍‌କ୍ଲେଭ୍‌ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଅଛି l  ଆଜି ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ  ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ […]

Read More Text.

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ (୫୩ ଇୁନିଟ୍‌ ରକ୍ତ ସଂଗୃହୀତ)

ବାରିପଦା –  ସ୍ଥାନୀୟ ମୁର୍ଗାବାଡି ସ୍ଥିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଆନୁକୂଲ୍ୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୧୮ ଜଣ ଛାତ୍ରୀଙ୍କ ସମେତ ମୋଟ ୫୩ ଜଣ ରକ୍ତଦାନ କରିଥିଲେ । ସ୍ବର୍ଗତ ପ୍ରଣବ ମହାନ୍ତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି ଶିବିରକୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନଗରପାଳ କୃଷ୍ଣIନନ୍ଦ ମହାନ୍ତି ଉଦଘାଟନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟକ୍ଷ ପ୍ରମୋଦ କୁମାର ଡାକୁଆ, […]

Read More Text.

ବଳାଙ୍ଗୀ ମହୋତ୍ସବର ଦ୍ଵିତୀୟ ସଂନ୍ଧ୍ୟା, ଆଦିବାସୀ ନୃତ୍ୟ ଏବଂ ମୋଗଲତାମସା ରେ ଝୁମିଲେ ଦର୍ଶକ

ବାରିପଦା- ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ପାଳନ ଉପଲକ୍ଷେ ବାରିପଦା ଠାରେ ଆରମ୍ଭ ହୋଇଥିବା ମୟୁରଭଞ୍ଜର ମହାନ ଗଣପର୍ବ ବଳାଙ୍ଗୀ ମହୋତ୍ସବର 2ୟ ସନ୍ଧ୍ୟାରେ ବଳାଙ୍ଗୀ ଟେଲେଣ୍ଟ ହଣ୍ଟ ନୃତ୍ୟ ପ୍ରତିଯୋଗିତାର ସବ ଜୁନିୟର ଏବଂ ଜୁନିୟର ବିଭାଗର ଫାଇନାଲ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି | ପ୍ରତିବିଭାଗରୁ 10ଜଣ ଲେଖାଏଁ ଉତୀର୍ଣ୍ଣ ପ୍ରତିଯୋଗୀ ମାନେ ନୃତ୍ୟ ପ୍ରଦର୍ଶନ କରିଥିଲେ | ପରେ ପରେ ପ୍ରସିଦ୍ଧ ଆଦିବାସୀ ଲୋକନୃତ୍ୟ, ଏବଂ […]

Read More Text.

୪ ଗୋ ବୋଝେଇ ଟ୍ରକ ଜବତ; ୧୦୫ ଜୀବନ୍ତ ଗୋରୁ, ୧ ଆହତ ଏବଂ ୩ ମୃତ ଗୋରୁ ଉଦ୍ଧାର

ବାରିପଦା: ଓଡ଼ିଶାର ଜଗତସିଂହପୁର,କେନ୍ଦ୍ରାପଡ଼ା, ଯାଜପୁର,ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ,କେନ୍ଦୁଝର, ଢେଙ୍କାନାଳ ଆଦି  ଜିଲ୍ଲାରେ  ଗୋ ମାଫିଆଙ୍କ  ଚରାଣ ଭୂଇଁ ପାଲଟିଛି ।ଦୈନିକ ମଧ୍ୟ ରାତ୍ରରେ ପିକ୍ ଅପ୍ ଭ୍ୟାନ,୧୨ ଚକିଆ ୧୬ ଚକିଆ ଗାଡ଼ିରେ ଅମାନୁଷିକ ଭାବେ ନିରିହ ଗୋରୁ ଗାଈଙ୍କୁ ବାନ୍ଧି ବାହାର ରାଜ୍ୟକୁ ଚାଲାଣ କରାଯାଉଛି ।ଶତକଡା ନବେ ଭାଗ ଗୋ ଚାଲାଣ ମୁର୍ଶିଦାବାଦ ଦେଇ ବାଂଲାଦେଶ କୁ ଚାଲାଣ କରାଯାଉଛି । ସୂଚନାଯୋଗ୍ୟ ଗୋମାଫିଆକୁ ଚେକ୍ ଦେବାପାଇଁ ମୟୂରଭଞ୍ଜ ପୋଲିସ କଠୋର ହୋଇଛି ।ଜିଲ୍ଲା […]

Read More Text.