କଟକ-ଭୁବନେଶ୍ବରରେ ପ୍ରବଳ ବର୍ଷା : ଆଗାମୀ ୪/୫ ଦିନ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ରହିବ
ଭୁବନେଶ୍ବର ୧୫।୪: ଟୁଇନ୍ ସିଟିରେ କଳାହାଣ୍ଡିଆ ବର୍ଷା। କାଳବୈଶାଖୀ ରଚିଲା ତାଣ୍ଡବ। ଭୁବନେଶ୍ବର ଓ କଟକରେ ବର୍ଷା ସାଙ୍ଗକୁ ପବନ ହୋଇଛି। ସକାଳୁ ଖରା ପରେ ଅପରାହ୍ନ ନିର୍ଧୁମ ବର୍ଷା। ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ କାଳବୈଶାଖୀଜନିତ ଝଡ଼ବର୍ଷା ଲାଗିରହିବ। ସୋମବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, […]
Read More Text.