କପାଳୀ ନଦୀରେ ବଢ଼ୁଛି ଜଳସ୍ତର, ବୁଡ଼ିଲା ଗ୍ରାମ୍ୟ ରାସ୍ତା
ଭଦ୍ରକ: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ବର୍ଷାର ପ୍ରଭାବ ଦେଖାଦେଇଛି । ଫୁଲୁଛି କପାଳୀ, ବୁଡିଲା ଗ୍ରାମ୍ୟ ରାସ୍ତା । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଫୁଲୁଛି କପାଳୀ ନଦୀ । ପ୍ରଭାବରେ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ୭ଟି ପଂଚାୟତ କ୍ଷତିଗ୍ରସ୍ତ ହେବା ଆଶଙ୍କା । ବିଶେଷ କରି ରାମଚନ୍ଦ୍ରପୁର ପଞ୍ଚାୟତର ଗ୍ରାମ୍ୟ ରାସ୍ତା ବୁଡିଯାଇଛି । ପାନପଦୀ ରାମଚନ୍ଦ୍ରପୁର ମୁଖ୍ୟ ରାସ୍ତାରେ ପାଣି ପ୍ରବାହିତ ହେଉଛି । ଫଳରେ ଯାତାୟାତ […]
Read More Text.