ମାଛ କଲା ଲକ୍ଷପତି, ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ସାର୍କ ମାଛ
ଜଳେଶ୍ୱର : ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ମାଛ । ଲକ୍ଷପତି କଲା ସାର୍କ ମାଛ । ପଶ୍ଚିମବଙ୍ଗର କାଂଥୀ ଏବଂ ପେଟୁଆଘଟ ଅଞ୍ଚଳର କିଛି ମତ୍ସ୍ଯଜିବୀଙ୍କ ଜାଲରେ ପଡ଼ିଛି ସାର୍କ ମାଛ । ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ ହେବ ବୋଲି ଜଣା ପଡିଛି । ବହୁ କଷ୍ଟରେ ମାଛଟିକୁ ଦୀଘା ମତ୍ସ୍ଯ ଅବତରଣ କେନ୍ଦ୍ରକୁ ଆଣିବା ପରେ ସେଠାରେ ଆନୁମାନିକ ଏକ ଲକ୍ଷ ଟଙ୍କାରେ ମାଛଟିକୁ ନିଲାମ କରାଯାଇଛି । ବିଶାଳକାୟ ମାଛକୁ […]
Read More Text.