ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ମେଡ଼ିକାଲରୁ ଥାନାକୁ ଫେରିଲା ଅଭିଯୁକ୍ତ

ସୋର: ସୋର ପୌର ପାଳିକା ଅନ୍ତର୍ଗତ ଲିଙ୍ଗପଡା ଗ୍ରାମରେ ପ୍ରେମପାଇଁ ଗତ ଫେବ୍ରୁଆରି ୨୪ ତାରିଖ ପୂର୍ବାହ୍ନରେ ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରୁ ଅଭିଯୁକ୍ତ ଡ଼ିସଚାର୍ଜ ହୋଇଥିବା ଜଣାପଡିଛି। ଗତ ୨୪ ତାରିଖ ପୂର୍ବାହ୍ନରେ ଏହି ଗ୍ରାମର ଜ୍ୟୋତିର୍ମୟୀ ରଣାଙ୍କୁ ତାଙ୍କ ପ୍ରେମିକ ଚୂଡ଼ାମଣି ଧଳସାହି ଗ୍ରାମର ବିଶ୍ୱରଞ୍ଜନ ପୁହାଣ ପ୍ରେମରେ ବିଫଳ ହୋଇ ଏକ ଧାରୁଆ ଅସ୍ତ୍ରରେ ଗଳା କାଟି ଫେରାର ହୋଇଯାଇଥିଲା। ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର […]

Read More Text.

‘ନବ ଦାସଙ୍କ ପରିବାର ଉପରେ ଚାପ ପକାଉଛି ବିଜେଡି’

ଭୁବନେଶ୍ଵର: ନବ ଦାସଙ୍କ ହତ୍ୟାକାଣ୍ଡ ନେଇ ପରିବାର ଲିଖିତ ଅଭିଯୋଗ ଦେବା ପ୍ରସଙ୍ଗରେ ବିଜେଡ଼ି ଚାପ ପକାଉଛି। ଏପରି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ସାଂସଦ ପ୍ରଦୀପ ପୁରୋହିତ। ସିବିଆଇ ତଦନ୍ତ ପାଇଁ ପରିବାର ଲୋକେ ଲିଖିତ ଅଭିଯୋଗ କଲେ ବିଜେଡ଼ି ଫସିଯିବ ବୋଲି କହିଛନ୍ତି ପ୍ରଦୀପ। ଏନେଇ ଗଣମାଧ୍ୟମକୁ ପ୍ରଦୀପ ଦେଇଥିବା ବୟାନରେ କହିଛନ୍ତି, ନବ ଦାସଙ୍କ ପରିବାର ଲୋକେ ସିବିଆଇକୁ ଲେଖିଲେ ବିଜେଡିର ୨ ବଡ଼ମୁଣ୍ଡ ଫସିଯିବେ। ସେଥିପାଇଁ ଦୀପାଳିଙ୍କ ଉପରେ ବିଜେଡି […]

Read More Text.

ଆସନ୍ତା ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦

କଟକ : ଆସନ୍ତା ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦ । ଏହି ଆଇନ ବଳରେ ବେଳେ ବକାଲତିନାମା ସହିତ ଲାଗିବ ୧୦୦ ଟଙ୍କାର କର୍ପସ ଫଣ୍ଡ ଷ୍ଟାମ୍ପ । ନୂଆ ମାମଲା ରୁଜୁ କଲେ ଏପ୍ରିଲ ୧ରୁ ଲାଗିବ ୧୦୦ ଚଙ୍କାର କର୍ପସ ଷ୍ଟାମ୍ପ  । ଏହି ଟଙ୍କା ରାଜ୍ୟର ଆଇନଜୀବୀଙ୍କ କଲ୍ୟାଣ ପାଇଁ ବିନିଯୋଗ ହେବ । ଆଦାୟ ଅର୍ଥର ୨୦ ପ୍ରତିଶତ ସଂପୃକ୍ତ ବାର ଆସୋସିଏସନକୁ […]

Read More Text.

ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ରାଉରକେଲା: ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ଚାନ୍ଦିପୋଷ ଷ୍ଟେସନ ନିକଟ ପରିତ୍ୟକ୍ତ କ୍ୟାବିନରେ ୭ ବର୍ଷର ନାବାଳିକାଙ୍କୁ ବସ ହେଲ୍ପର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପରିବାର ସଦସ୍ୟଙ୍କ ଲିଖିତ ଏତଲା ଆଧାରରେ ଚାନ୍ଦିପୋଷ ପୋଲିସ ମାମଲା ରୁଜୁ କରି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ୍। ବର୍ତ୍ତମାନ ନାବାଳିକାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାର ସେଲଟର ହୋମରେ ରଖାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଗତ କାଲି […]

Read More Text.

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ପିଟିସନକୁ ଅଣଦେଖା, ୪୮ ଜଣ ସରକାରୀ ବାବୁଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ

କଟକ : ସରକାର ବଦଳିଛି , ହେଲେ ସରକାରୀ ବାବୁଙ୍କ ଦବଦବା ଏବେ ବି କମିନି ।  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ ବି ଅଣଦେଖା  କରାଯାଇଛି । ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକରେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ ଅଣଦେଖା ହେଲା କାଳ । ଏକାଥରେ କଟକର ୪୮ ଜଣ ସରକାରୀ ବାବୁଙ୍କ ଦରମା ବନ୍ଦ ପାଇଁ ଆସିଛି ନିର୍ଦ୍ଦେଶ । ନିର୍ଦ୍ଦେଶ ଦେଲେ କଟକର ଅତିରିକ୍ତ ଜିଲ୍ଲାପାଳ । […]

Read More Text.

ଅଙ୍ଗନଓ୍ବାଡ଼ି ଅଣ୍ଡା ଦାମ୍ ବଢିଲା

ଭୁବନେଶ୍ୱର: ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ବଢିଲା । ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି ଅଣ୍ଡାର ମୂଲ୍ୟ । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି । ଏ ବାବଦରେ ରାଜ୍ୟ ସରକାର ବର୍ଷକୁ ଅଧିକ ୧୭୫.୧୪ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସରକାର ଦେଉଥିବା ଅର୍ଥରେ ଆବଶ୍ୟକ […]

Read More Text.

ଅଧ୍ୟାପକଙ୍କ ଅସଦାଚରଣ ଲାଗି ଜୀବନ ହାରିଲେ ଛାତ୍ରୀ

ପଟ୍ଟାମୁଣ୍ଡାଇ: ମୋ ଝିଅ…ମୋ ଝିଅ…କୁଆଡ଼େ ଗଲୁ ମୋ ସୁନା ….କାହିଁକି ଏମିତି କଲୁ ….ମୋତେ ଛାଡ଼ି ଚାଲିଗଲୁ … କିଏ ମୋତେ ବୋଉ ବୋଲି ଆଉ ଡାକିବ…..କଲେଜରୁ ଆସି ଖାଇବାକୁ ଦେ ବୋଲି ମାଗିବ…. ଏମିତି ଭାବି ଭାବି ଭୋ ଭୋ ହୋଇ କାନ୍ଦୁଛି ମା । ଆଉ ଗୋଟେ ପରୀକ୍ଷା ଦେଇଥିଲେ +୩ ରେ ପାଠ ପଢ଼ି ଥାଆନ୍ତା ଝିଅ । ତା ଉଜ୍ଜ୍ବଳ ଭବିଷ୍ୟତ ପାଇଁ ସଫଳତାର ଆଉ ଗୋଟିଏ ପାହାଚ ଚଢ଼ିଥାଆନ୍ତା । ବାପା […]

Read More Text.

ଲିଙ୍ଗରାଜ ମନ୍ଦିରରେ ହେଲାନି ହାଣ୍ଡିଭଙ୍ଗା ଯାତ୍ରା, ଉପବାସରେ ମହାପ୍ରଭୁ

ଭୁବନେଶ୍ୱର: ପୁଣି ଉପବାସରେ ରହିଲେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ମନ୍ଦିରରେ ବନ୍ଦ ରହିଛି ନୀତିକାନ୍ତି । ହାଣ୍ଡିଭଙ୍ଗା ଯାତ୍ରା ପାଳନ ନ ହେବାରୁ ଶ୍ରୀଜିଉଙ୍କ ନୀତିକାନ୍ତି ବନ୍ଦ ରହିଛି । ଲଗାତର ୧୧ ବର୍ଷ ହେବ ପାଳନ ହେଉନି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା । ଶନିବାର ମଧ୍ୟ ହାଣ୍ଡିଭଙ୍ଗା ଯାତ୍ରା ପାଳନ ହୋଇନାହିଁ । ବଲ୍ଲଭ ଭୋଗ ଅର୍ଥାତ୍‌ ମଧ୍ୟାହ୍ନ ପରଠାରୁ ଶ୍ରୀଜିଉଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ରହିଛି । ଏହି ବିଭ୍ରାଟ କେବଳ […]

Read More Text.

ଉଦଳା ଠାରେ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ ପ୍ରାୟ ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ ରାଜ୍ୟର ବିକାଶରେ କପ୍ତିପଦା ଉପଖଣ୍ଡରେ ହେବାକୁ ଥିବା ପ୍ରକଳ୍ପ ଗୋଟିଏ ନୂତନ ଫର୍ଦ୍ଦ ଯୋଡିବ – ମୁଖ୍ୟମନ୍ତ୍ରୀ ଉଦଳା ସହିତ ମୋର ସମ୍ପର୍କ ଅତି ନିବିଡ -ମୁଖ୍ୟମନ୍ତ୍ରୀ ବାରିପଦା: ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଶ୍ୱବିଦ୍ୟାଳୟ ଗବେଷଣା ଓ ବିକାଶ ସେଲ୍‌ ଦ୍ୱାରା ଅପରାହ୍ନରେ ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିକ ଏକ କାର୍ଯ୍ୟକ୍ରମକୁ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ନିଜ ବକ୍ତବ୍ୟରେ ପ୍ରଫେସର ତ୍ରିପାଠୀ ଏହି ବର୍ଷର ଜାତୀୟ ବିଜ୍ଞାନ ଦିବସର ଥିମ୍‌ “ବିକଶିତ ଭାରତ ପାଇଁ ବିଜ୍ଞାନ ଏବଂ ନବସୃଜନରେ ବିଶ୍ୱ […]

Read More Text.