ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବାରିପଦା : ସ୍ଥାନୀୟ ମୁର୍ଗାବାଡି ସ୍ଥିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ମୟୂରଭଞ ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ଅଧକ୍ଷ ପ୍ରମୋଦ କୁମାର ଡାକୁଆଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଗୁରୁଛାତ୍ରଛାତ୍ରୀ ତଥା ଶିକ୍ଷକ ପ୍ରଶିକ୍ଷକ/ପ୍ରଶିକ୍ଷିକାମାନେ ଯୋଗ ଦେଇଥିଲେ l ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ ଡାକୁଆ ଭେଙ୍କଟ ରମଣଙ୍କର ଜୀବନୀ, ରମଣ ଏଫେକ୍ଟର ଆବିଷ୍କାର, ଦୈନନ୍ଦିନ ଜୀବନରେ ବିଜ୍ଞାନର ବ୍ୟବହାରିତା, ବିଜ୍ଞାନର ଅପକାରିତା ଓ ଉପକାରିତା, ବୈଜ୍ଞାନିକ ପଦ୍ଧତିକୁ ବୁଝି […]

Read More Text.

ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ବାରିପଦା  : ସ୍ଥାନୀୟ ମୁର୍ଗାବାଡି ସ୍ଥିତ ଆରତୀ ବିଦ୍ୟା ମନ୍ଦିର ପ୍ରାଥମିକ ବିଦ୍ୟାଳୟ ପରିସରରେ ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର ସେକ୍ସନ ଅଫିସର ପତିତପାବନ ମହାପାତ୍ର ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଯାଇଛି I ଅବସରପ୍ରାପ୍ତ ଶିକ୍ଷକ ଭାଗବତ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀକାନ୍ତ ପ୍ରଧାନ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପସ୍ୱିନୀ ଦାଶ, ଡଃ ସ୍ନେହଲତା ବେହେରା ଓ ବ୍ରଜମୋହନ ମୁର୍ମୁ ପ୍ରମୁଖ ଉପସ୍ଥିତ ରହି ଶ୍ରୀ […]

Read More Text.

ଶ୍ରୀ ହନୁମାନଙ୍କ ବାର୍ଷିକ ପ୍ରତିଷ୍ଠା ଉତ୍ସବ

ଆଗରପଡ଼ା :ବନ୍ତ ବ୍ଲକ ନିମପଡ଼ା ଛକଠାରେ ପ୍ରତିଷ୍ଠା ହେଉଥିବା ଶ୍ରୀ ହନୁମାନଙ୍କ ବାର୍ଷିକ ଉତ୍ସବ ଦୁଇ ଦିବସ ଧରି ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସୁବାଶ ଚନ୍ଦ୍ର ବିଶ୍ୱାଳ ଓ ତାଙ୍କ ପତ୍ନୀ ଙ୍କ ସହ ୧୯ଜଣ ଦମ୍ପତିଙ୍କ ଦ୍ୱାରା ନରେନ୍ଦ୍ର ପୁଷ୍କରିଣୀରୁ ଶୁଭାଧିବାସ ସହ ଘଟୋତ୍ତଳନ କରା ଯାଇ ପୂଜାରମ୍ଭ କରାଯାଇ ଥିଲା । ଶେଷ ଦିବସର ପ୍ରତ୍ୟୁକ୍ଷରୁ ସୂର୍ଯଦେବଙ୍କପୂଜା, ଗୋ ପୂଜାଦି କରାଯିବା ସହ ଯଜେ୍ଞଶ୍ୱରଙ୍କର ଦଶକର୍ମାଦି ସଂସ୍କାର କରାଯାଇ ହନୁମାନଙ୍କୁ ଷୋଡ଼ଶ […]

Read More Text.

ଗୁପ୍ତେଶ୍ୱର ମହାଦେବଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ସମାରୋହ

ଆଗରପଡ଼ା :ବନ୍ତ ବ୍ଲକ ରାମକୃଷ୍ଣପୁର ପଂଚାୟତ ଭୁଗୁପୁର ଛକରେ ଗୁପ୍ତେଶ୍ୱର ମହାଦେବଙ୍କ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ପାଂଚ ଦିବସ ଧରି ଅନୁଷ୍ଠିତ ହୋଇଯାଇଛିା ପ୍ରାରମ୍ଭରେରେ ଗ୍ରାମ ପୁଷ୍କରଣୀରୁ ଘଟ ଉତ୍ତୋଳନ କରାଯାଇ ଗ୍ରାମ ପରିକ୍ରମା କରି ପୂଜା ସ୍ଥଳକୁ ଅଣା ଯାଇଥିଲ।। ପୂଜକ ଶମ୍ବୁନାଥ ତ୍ରିପାଠୀ, ବସନ୍ତ ଦାଶ ମହାରାଜ, ନିତ୍ୟାନନ୍ଦ ବାବା ପ୍ରମୁଖ ପୂଜା କାର୍ଯ୍ୟ ସମ୍ପାଦନ କରିଥିଲେ । ସୂର୍ଯ୍ୟ ପୂଜା, ଗୋ ପୂଜା, କଳସ ପୂଜା, ଶିବଙ୍କ ସହସ୍ର ନାମ ସମେତ ବିଭିନ୍ନ […]

Read More Text.

ବସନ୍ତିଆ ବିଦ୍ୟାଳୟ ବାର୍ଷିକ ଉତ୍ସବ

ଆଗରପଡ଼ା :ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ବସନ୍ତିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ମନୋରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଂଚ ଅଶୋକ ସାହୁ ,ଅନ୍ୟତମ ଅତିଥି ସାଧନକେନ୍ଦ୍ର ସଂଯୋଜକ ସୁଧାଙ୍କୁ ଶେଖର ଦାସ, ପରିଚାଳନା କମିଟି ସଭାପତି ଭାଗବତ ପଣ୍ଡା, ପଂଚାୟତ ଉଚ୍ଚ ବିଦ୍ୟାଳୟ ଶିକ୍ଷକ ଆଲୋକ ପ୍ରଧାନ, ସସ୍ମିତା ମଲ୍ଲିକ, ରୀନାରାଣୀ ପଣ୍ଡା ପ୍ରମୁଖ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ । ଏହି ଅବସରରେ କୃତୀ […]

Read More Text.

ଯଜ୍ଞ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ

ଆଗରପଡ଼ା :ବନ୍ତ ବ୍ଲକ ଛୟାଳସିଂ ପଂଚାୟତ ପଳସା ବଜାର ଖଗେଶ୍ୱର ମହାଦେବଙ୍କ ଯଜ୍ଞା ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ପ୍ରାୟ ୨୦ ହଜାର ଭକ୍ତଙ୍କ ସମାଗମ ହୋଇଥିଲା ।ଏହି ଯଜ୍ଞ କାର୍ଯ୍ୟକ୍ରମ ଶିବରାତ୍ରି ଠାରୁ ଆରମ୍ଭ ହୋଇ ୩ଦିନ ପରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଖଗେଶ୍ୱର ମହାଦେବ ପୀଠରେ ଭକ୍ତିମୟ ଭାବନରେ ମାନସିକ କଲେ ତାହା ପୂରଣ ହୋଇଥାଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି ।ଏହି ଯଜ୍ଞ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ରେ ବନ୍ତ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଭକ୍ତଙ୍କ […]

Read More Text.

ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଆଗରପଡ଼ା :ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ବାଲୁଙ୍କେଶ୍ୱର କ୍ଲଷ୍ଟର ଅନ୍ତର୍ଗତ ରଘୁନାଥପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ତିଳୋତ୍ତମା ଜେନାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବାଲୁକେଶ୍ୱର ବିଦ୍ୟାଳୟ ପ୍ରାକ୍ତନ ପ୍ରଧାନଶିକ୍ଷକ ସୁଧିର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଆରସିସି ହରେକୃଷ୍ଣ ଆପଟ ମୁଖ୍ୟ ଅତିଥି,ଶିକ୍ଷାବିତ ଓ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଭାସ୍କର ଚନ୍ଦ୍ର ପାଢୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ବିଇଓ ପ୍ରମୋଦ ପଣ୍ଡା,ଭାଗିରଥି ପାତ୍ର,ପ୍ରାକ୍ତନ ବିଇଓ […]

Read More Text.

ସୁରେଶ ପନ୍ତ ନୂଆ ପିସିସିଏଫ୍‌

ଭୁବନେଶ୍ବର: ରାଜ୍ୟ ସରକାର ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ସୁରେଶ ପନ୍ତଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପନ୍ତଙ୍କୁ ମୋହନ ସରକାର ପିସିସିଏଫ୍‌ ପଦବିରେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଧିକାରୀ ସୁରେଶ ପନ୍ତ ଓଡ଼ିଶାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ) ଭାବେ ନିଯୁକ୍ତ ହୋଇଛନ୍ତି। ସେ ୧୯୮୮ ବ୍ୟାଚର ଆଇଏଫଏସ ଅଧିକାରୀ ଦେବୀଦତ୍ତ ବିଶ୍ୱାଳଙ୍କ ସ୍ଥାନ ନେଇଛନ୍ତି। ଓଡ଼ିଶା ସରକାରଙ୍କ ଅତିରିକ୍ତ […]

Read More Text.

ଓଡ଼ିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ପ୍ରାୟ ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ ଏହି ଜିଲ୍ଲା ପାଇଁ ଏକ ଗର୍ବ ଏବଂ ଗୌରବର ବିଷୟ ଏବଂ ରାଜ୍ୟର ବିକାଶରେ ଏହା ଗୋଟିଏ ନୂତନ ଫର୍ଦ୍ଦ ଯୋଡିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଳାର ପାଟପୁର ଅଂଚଳରେ ଆୟୋଜିତ […]

Read More Text.

ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’

ରାଇରଙ୍ଗପୁର/ଖିଚିଂ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ଲକ୍ଷପତି ଦିଦି ଯୋଜନା, ସୁଭଦ୍ରା ଯୋଜନା ସମେତ ବହୁ ଯୋଜନା ଆରମ୍ଭ କରାଯାଇଛି। ସୁଭଦ୍ରା ଯୋଜନାରେ ଆଜି ସୁଦ୍ଧା ଏକ କୋଟି ମହିଳା ପଂଜୀକରଣ କରି ସାରିଲେଣି। ଆସନ୍ତା ୮ ତାରିଖ ଦିନ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ହିତାଧିକାରୀମାନଙ୍କ ପାଖକୁ ଦ୍ଵିତୀୟ […]

Read More Text.