ଖୁଲମଖୁଲ୍ଲା ଚାଲିଛି ପଲିଥିନ ବ୍ୟବହାର, ପ୍ଲାଷ୍ଟିକମୁକ୍ତ ପରିବେଶ ଯୋଜନା ବାଟବଣା

ଆଗରପଡ଼ା :ପରିବେଶ ପ୍ରଦୂଷଣ ହେବାର କାରଣ ଅନେକ ଥିବା ବେଳେ ପଲିଥିନ ଏକ ମୁଖ୍ୟ କାରଣ ସାଜିଥିବାରୁ ମାନ୍ୟବର ହାଇକୋର୍ଟ ୨୦୦୨ ମସିହାରେ ପଲିଥିନ ବ୍ୟବହାର କୁ ବିରୋଧ କରି ଏହା ବିରୁଦ୍ଧରେ କଡ଼ା କଡ଼ି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପରେ ରାଜ୍ୟ ସରକାର ଜିଲ୍ଳା ପ୍ରଶାସନକୁ ଏହାର ବ୍ୟବହାର ପାଇଁ ନିଷେଧାଜ୍ଞା ଜାରି ମଧ୍ୟ କରିଛନ୍ତି । ତତ୍ ସହିତ ବିଭିନ୍ନ ଗଣମାଧ୍ୟମରେ ଏହାର ବ୍ୟବହାର ନକରିବା […]

Read More Text.

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୨% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ୨ ପ୍ରତିଶତ ଡିଏ ବଢାଇଛନ୍ତି ରାଜ୍ୟ ସରକାର । ଜାନୁଆରୀ ୨୦୨୫ ମସିହାରୁ ଏହା ପିଛିଲା ଭାବେ ମିଳିବ । ଚଳିତ ମାସ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ। ବର୍ତ୍ତମାନ ୫୩ରୁ ୫୫ ପ୍ରତିଶତକୁ ମହଙ୍ଗା ଭତ୍ତା ବଢିଛି। ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ […]

Read More Text.

ପୋଲିସ ହାବୁଡରେ କଫ୍ ସିରପ ମାଫିଆ, ୯ ଜଣଙ୍କୁ ଗିରଫ କରିବାରେ ସଫଳ

ସମ୍ବଲପୁର: ଦିନକୁ ଦିନ ବେଧଡକ ଚାଲିଛି କଫ ସିରପ ମାଫିଆ। ଗତ କିଛି ଦିନ ମଧ୍ୟ ଲଗାତାର ଏହି ମାମଲା ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ସମ୍ବଲପୁର ଜିଲ୍ଲା ପୋଲିସ କବଜାରେ ନିଶା କଫ୍ ସିରପ ମାଫିଆ। ଟାଉନ ଥାନା ଦ୍ୱାରା ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ। ଆଜି ସକାଳୁ ଭିଏସଏସ ମାର୍ଗରେ ଥିବା ଏକ ମଲ ପଛପଟେ ପୋଲିସ ଚଢ଼ାଉ କରିଥିଲା। ୨୧୦ ନିଶା କଫ ସିରଫ ଜବତ କରିଛି ପୋଲିସ। ବେଆଇନ […]

Read More Text.

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ‌ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି। ଲିଲି କୁମାରୀ କୁଲୁ ରାଜସ୍ବ ବିଭାଗର ଯୁଗ୍ମ ସଚିବ ହୋଇଥିବା ବେଳେ ଆରାଧନା ଦାସଙ୍କୁ ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି […]

Read More Text.

ଜାଲ ସାର୍ଟିଫିକେଟରେ ସରକାରୀ ଚାକିରୀ କରିବା ଘଟଣା, ମୁହଁ ଖୋଲିଲେ ଅଧ୍ୟାପକ

ଯୋଗ୍ୟତା ନଥାଇ ବି ସରକାରୀ ଚାକିରୀ । ଏମିତି କଣ ସମ୍ଭବ । ଖଣ୍ଡେ ସରକାରୀ ଚାକିରୀ ପାଇଁ ଲୋକେ କେତେ କଣ କରୁଛନ୍ତି ତା ବିଷୟରେ ନ କହିବା ଭଲ । ହେଲେ ଏଠି ଲୋକେ ଯୋଗ୍ୟତା ନ ଥାଇ ବି ଜାଲ ସାର୍ଟିଫିକେଟରେ କରୁଛନ୍ତି ସରକାରୀ ଚାକିରୀ । କେବଳ ଯେ ସରକାରୀ ଚାକିରୀ କରିଛନ୍ତି ତା ନୁହେଁ । ସରକାରଙ୍କୁ ଚୂନ ଲଗାଇ ଲୁଟି ନେଲେଣି ୩ କୋଟିରୁ ଉର୍ଦ୍ଧ୍ଵ ଟଙ୍କା । […]

Read More Text.

ନବୀନ ପଟ୍ଟନାୟକ ମହା ମିଛ କହିଛନ୍ତି: ପ୍ରଭାତ ତ୍ରିପାଠୀ

ଭୁବନେଶ୍ବର: ମିଛ କହିଛନ୍ତି ନବୀନ ପଟ୍ଟନାୟକ। ମୁଁ ବିଜେଡିରେ ନାହିଁ ସେ କହିବା ମହା ମିଛ। ଦଳ ସଭାପତି ଏ‌ଭଳି କହିବା ଭୁଲ୍। ଆଜି ସାମ୍ବାଦିକ ସମ୍ମିଳନୀରେ ଏଭଳି କହି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କଡ଼ା ଜବାବ ଦେଇଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ। ପ୍ରଭାତ ତ୍ରିପାଠୀ ଆହୁରି କହିଛନ୍ତି, ବିଜେଡିରେ ମୁଁ ନାହିଁ। ଦଳରେ ମୁଁ ନାହିଁ ବୋଲି ନବୀନଙ୍କୁ ଫିଡ୍ ବ୍ୟାକ ଦିଆଯାଇଛି। ୨୦୧୭ରେ ନିଲମ୍ବନ ପ୍ରତ୍ୟାହାର […]

Read More Text.

ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୩୦ ଆହତ

ଭୁବନେଶ୍ୱର: ଆଠଗଡ଼ର ଛତାବର ସ୍କୋୟାର ନିକଟରେ ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ ଜଣ ଆହତ ହୋଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ଉତ୍ସବରେ ଯୋଗଦେବା ପାଇଁ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସୂଚନା ଅନୁଯାୟୀ, ପୋଲିସ ଏବଂ ଅଗ୍ନିଶମ ସେବା କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲେ। ଆହତମାନେ ସମସରପୁର ପଞ୍ଚାୟତର ବୋଲି ଜଣାପଡିଛି। ସେମାନଙ୍କୁ ଚିକିତ୍ସା ପାଇଁ ଆଠଗଡ଼ ଉପଖଣ୍ଡ ଡାକ୍ତରଖାନାକୁ ପଠାଯାଇଥିବା […]

Read More Text.

ରାଉରକେଲାରେ ଦୁଇଟି ହତ୍ୟାକାଣ୍ଡ: ଦୁଇ ଯୁବକ ମୃତ, ଜଣେ ଗୁରୁତର

ରାଉରକେଲା: ଗତକାଲି ବିଳମ୍ବିତ ରାତିରେ ରାଉରକେଲା ସହରରେ ଦୁଇଟି ହତ୍ୟାକାଣ୍ଡ ଘଟିଯାଇଛି l ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି l ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି l ଏଣେ ରାଉରକେଲା ଗାନ୍ଧୀରୋଡରେ ଜଣେ ଜରି ଗୋଟାଳିକୁ ବେକ କାଟି ନିର୍ମମ ଭାବେ ହତ୍ୟା କରାଯାଇଛି l ଏ ଦୁଇ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୁଲିସ ଉଭୟ ହତ୍ୟାକାଣ୍ଡର ତଦନ୍ତ ଆରମ୍ଭ କରିଛି।

Read More Text.

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା। ଅପରାହ୍ଣ ୧ଟାରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି, କଟକର ପ୍ରସିଦ୍ଧ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କରିବେ। ଏଥିଲାଗି ବାଲିଯାତ୍ରା ପଡ଼ିଆରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ ହେବ। […]

Read More Text.

ହ୍ୱାଟ୍ସଆପ୍ ଚାଟିଂ ଖୋଲିବ କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ

ବାଲେଶ୍ୱର,୧୦।୪: ମୃତ ମହିଳା କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ ଖୋଲିବ ତାଙ୍କ ହ୍ୱାଟ୍ସଆପ୍ ଚାଟିଂ। ଏହି ରହସ୍ୟମୟ ମୃତ୍ୟୁକୁ ଭେଦ କରିବାରେ ପୋଲିସକୁ ତାଙ୍କ ମୋବାଇଲ ସାହାଯ୍ୟ କରିବ ବୋଲି ଆଶା କରାଯାଉଛି। ରିପୋର୍ଟ ଅନୁଯାୟୀ, ମୃତ କନଷ୍ଟେବଳ ମାର୍ଚ୍ଚ ୭ ତାରିଖରେ ବାଲେଶ୍ୱରରେ ତାଙ୍କ ପୋଲିସ ବାରାକରେ ଆତ୍ମହତ୍ୟା କରିବା ପୂର୍ବରୁ ତାଙ୍କ ହ୍ୱାଟ୍ସଆପ୍‌ରେ ଏକ ଭାବପ୍ରବଣ ଷ୍ଟାଟସ୍ ଶେୟାର କରିଥିବାରୁ ପୋଲିସ ରହସ୍ୟମୟ ମାମଲାରେ କିଛି ସୁରାକ ପାଇବା ପାଇଁ ତାଙ୍କ ଫୋନ୍ ଏବଂ […]

Read More Text.