ପୁଅର ଶାବଳ ମାଡ଼ରେ ବାପା ମୃତ, ମାଆ ଗୁରୁତର
ସମ୍ବଲପୁର: ପୁଅର ଶାବଳ ମାଡ଼ରେ ବାପା ମୃତ, ମାଆ ଗୁରୁତର । ଗୁରୁତର ଅବସ୍ଥାରେ ମାଆ ସଦର ହସ୍ପିଟାଲରେ ଭର୍ତ୍ତି । ଯୁଯୁମରା ଥାନା ଝାଙ୍କରପାଲି ତୁରୀପଡ଼ାରେ ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ତେବେ ଅଭିଯୁକ୍ତ ପୁଅ ମାନଷିକ ବିକୃତ ହୋଇଥିବା ସୂଚନା ମିଳିଛି । ଘଟଣାରେ ପୋଲିସର ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, କୌଣସି କାରଣ ବସତଃ ବାପା ମାଙ୍କ ସହ ପୁଅର ଝଗଡା ଲାଗିଥିଲା । ବିବାଦ ବଢିବାରୁ […]
Read More Text.