ଏସଆଇଆର ସମ୍ପର୍କିତ ସଚେତନତା ରଥର ଶୁଭାରମ୍ଭ.
ବିଭ୍ରାନ୍ତିକର ଗୁଜବରେ ଭ୍ରମିତ ନହୋଇ ସଂଶୋଧନ ପ୍ରକ୍ରିୟାରେ ସହଯୋଗ ପାଇଁ ନିବେଦନ ବାରିପଦା : ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ଓ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତତ୍ତ୍ୱାବଧାନରେ ରାଜ୍ୟବ୍ୟାପୀ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମର ସବିଶେଷ ସୂଚନା ସାଧାରଣ ଜନତାଙ୍କ ନିକଟରେ ପହଞ୍ଚାଇବା ଏବଂ ଉକ୍ତ କାର୍ଯ୍ୟର ସଫଳତା ପାଇଁ ସମ୍ପୂର୍ଣ୍ଣ ସହଯୋଗ କରିବା ଉଦେଶ୍ୟରେ ସାଧାରଣ ଜନତାଙ୍କୁ ସଚେତନ କରାଇବା ନିମନ୍ତେ ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଉପଜିଲ୍ଲାପାଳ ଶ୍ରୀ […]
Read More Text.