ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ, ଯାଞ୍ଚବେଳେ ୩ ଲକ୍ଷ ୫୬ ହଜାର ଟଙ୍କା ଜବତ

ଭୁବନେଶ୍ବର : ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ  । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍ କରାଇବାକୁ କଣ୍ଟ୍ରାକ୍ଟରଙ୍କଠାରୁ ଲାଞ୍ଚ ନେଲାବେଳେ ଧରାପଡ଼ିଥିଲେ । ଯାଞ୍ଚବେଳେ ୩ ଲକ୍ଷ ୫୬ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଗତକାଲି ଏକ ଲକ୍ଷ ଲାଞ୍ଚ ନେଉଥିବା ବେଳେ ମାଡି ବସିଥିଲା ଭିଜିଲାନ୍ସ । […]

Read More Text.

ତାଳଚେରରେ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର

ତାଳଚେର: ତାଳଚେରରେ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର । ସ୍କଟ୍ ଲ୍ୟାଣ୍ଡପୁର ଜଙ୍ଗଲରେ ଏନକାଉଣ୍ଟର ହୋଇଛି। ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ପୋଲିସକୁ ଦେଖି ପ୍ରଥମେ ୩ ରାଉଣ୍ଡ ଗୁଳି କରିଥିଲା ସୁଶାନ୍ତ । ପରେ ପୋଲିସର ପାଲଟା ଗୁଳିରେ ସୁଶାନ୍ତ ଗୁରୁତର ହୋଇଛି । ସୁଶାନ୍ତ ନାଁରେ ତାଳଚେର ସମେତ ବିଭିନ୍ନ ଅପରାଧିକ ମାମଲା ରହିଛି । […]

Read More Text.

କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର

ବାଲେଶ୍ବର: କୋର୍ଟରେ ହାଜର ହେଲେ ରାଜା ଚକ୍ର। କ୍ରାଇମବ୍ରାଞ୍ଚ ଆଜି ଓପିଆଇଡି କୋର୍ଟରେ ରାଜା ଚକ୍ରଙ୍କୁ ହାଜର କରିଛି। ଗତକାଲି କ୍ରାଇମବ୍ରାଞ୍ଚ ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା। ଗତ ୧୩ ତାରିଖରେ ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ। ଏନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଥିଲେ କ୍ରାଇମ୍‌ବ୍ରାଞ୍ଚ ଡିଜି। ୨୦୧୭-୧୮ ମସିହାରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି। […]

Read More Text.

ସରିଲା ବିଧାନସଭା ବିଜେଟ୍ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି

ଭୁବନେଶ୍ୱର : ସରିଲା ବିଧାନସଭା ବିଜେଟ୍ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି । ବେଶ୍ ରୋଚକ ଥିଲା ବଜେଟ୍ ଅଧିବେଶନ । ଚଳିତ ଅଧିବେଶନରେ ମୋଟ ୨୫ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଛି । ପାରିତ ହୋଇଛି ଦୁଇ ଦୁଇଟି ବିଲ୍ । ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ -୨୦୨୪ ଓ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ-୨୦୨୫ ବିଲ ପାରିତ ହୋଇଛି । ଗତକାଲି ସାରା ରାତି ଚାଲିଥିଲା ଗୃହକାର୍ଯ୍ୟ । ଚଳିତ […]

Read More Text.

ରାତି ତମାମ ଚାଲିଲା ବିଧାନସଭା, ଭୋର ୪ଟା ୨୯ରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧିତ ବିଲ୍

ଭୁବନେଶ୍ୱର : ବିଧାନସଭା ଇତିହାସରେ ରେକର୍ଡ । ପ୍ରାୟ ଦୁଇ ଦଶନ୍ଧି ପରେ ରାତି ତମାମ ଚାଲିଲା ବିଧାନସଭା ।  ଭୋର ୪ଟା ୨୯ରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧିତ ବିଲ୍-୨୦୨୪ ।  ପ୍ରାୟ ୧୨ ଘଣ୍ଟା ଧରି ଚାଲିଲା ଆଲୋଚନା ।  ବିଲ୍ ନେଇ ଶାସକ ଓ ବିରୋଧୀ ମଧ୍ୟ ଘମାଘୋ ଟ ଆଲୋଚନା ହୋଇଥିଲା । ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି, ୨୦୨୪ରେ ଯେଉଁ ବିଲ୍ ଅଣାଯାଇଛି ତାହା ୧୯୮୯ ବିଲକୁ ସଂଶୋଧନ କରାଯାଇଛି […]

Read More Text.

ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ

ଭୁବନେଶ୍ୱର: ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ। ବିଧାନସଭାରେ ୬ଟା ୨୫ ମିନିଟ୍‌ରେ ପାରିତ ହେଲା ବିଲ୍। ନିର୍ମାଣ ହେବ ୭୫ହଜାର କିମି ବିଶ୍ବସ୍ତରୀୟ ସଡ଼କ। ଧାର୍ଯ୍ୟ ସମୟରେ ନିର୍ମାଣ କାର୍ଯ୍ୟ ସାରିବାକୁ ଫାଷ୍ଟଟ୍ରାକ ଆପ୍ରୋଚରେ କାର୍ଯ୍ୟ ତ୍ବରାନ୍ବିତ ହେବ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ- ଏନଏଚଏଆଇ ଢାଞ୍ଚାରେ ଓଡ଼ିଶାରେ ରାଜ୍ୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ- OSHA ଗଠନ ହେବ। ଓଡ଼ିଶା ଷ୍ଟେଟ ହାଇୱେଜ ଅଥରିଟି ବିଲ-୨୦୨୫ ବିଧାନସଭାରେ […]

Read More Text.

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ସରକାରଙ୍କ ଉଦ୍ଦେଶ୍ୟରେ ସିପିଆଇର ଦାବି ପତ୍ର ପ୍ରଦାନ 

ବାରିପଦା: ଭାରତୀୟ କମ୍ୟୁନିଷ୍ଟ ପାର୍ଟି, ମୟୂରଭଞ୍ଜ ପକ୍ଷରୁ ଆଜି ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ହରିଶ ଚନ୍ଦ୍ର ପଣ୍ଡାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଆଠ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଦାବି ଗୁଡ଼ିକୁ ମଧ୍ୟରେ ଜନବିରୋଧୀ ପ୍ରି ପେଡ ସ୍ମାର୍ଟ ମିଟର ସଂଯୋଗ ବନ୍ଦ କରିବା, ଆଗାମୀ ଦିନରେ ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରସ୍ତାବ ବନ୍ଦ କରିବା, ନିର୍ବାଚନ ପ୍ରତିଶୃତି ଅନୁଯାୟୀ ପ୍ରତ୍ୟେକ ବିଦ୍ୟୁତ ଉପଭୋକ୍ତାଙ୍କୁ ମାସିକ 300 ୟୁନିଟ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ ଯୋଗାଣ, କୃଷି ଏବଂ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଓଡ଼ିଶା ଦିବସ ସମାରୋହ

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ୯୦ତମ ଓଡ଼ିଶା ଦିବସ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ‘ସ୍ୱତନ୍ତ୍ର ଓଡ଼ିଶା ଦିବସର ଅନୁଚିନ୍ତା’ ଶୀର୍ଷକ ଏକ ଆଲୋଚନାଚକ୍ରରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଗାରିମାମୟ ଉତ୍କଳର ସ୍ମୃତି ଚାରଣ କରିବା ସହିତ ଆମର ପୂର୍ବପୁରୁଷମାନଙ୍କ ଅବଦାନକୁ ମନେପକାଇଥିଲେ । ନିଜର ନୈତିକ ଦାୟିତ୍ୱ […]

Read More Text.

ଆଦିବାସୀ ଙ୍କ ସିର୍ପା ସୋଳେ (ପୁରସ୍କାର ଭୋଜିଖିଆ) କାର୍ଯ୍ୟକ୍ରମ

ବାରିପଦା: ମୟୁରଭଞ୍ଜର ବାମନଘାଟି ଉପଖଣ୍ଡ ଅଂଚଳରେ ଆଦିବାସୀମାନେ ବେଶ କିଛି ବର୍ଷ ଧରି ଭିନ୍ନ ଏକ ପରମ୍ପରାକୁ ଆଦରି ନେଇଛନ୍ତି l ଯାହାକି ପୁରସ୍କାର ଭୋଜିଖିଆ ଉତ୍ସବ ନାମରେ ଅଞ୍ଚଳବାସୀମାନଙ୍କ ମଧ୍ୟରେ ବେଶ ଲୋକପ୍ରିୟ ହୋଇଅଛି l ବିଶେଷ ବିଭିନ୍ନ ଗ୍ରାମରେ ବସବାସ କରୁଥିବା ସାନ୍ତାଳ, ମୁଣ୍ଡା ଆଦିବାସୀ ଗୋଷ୍ଠୀ ଏହାକୁ ଆୟୋଜନ କରିବାରେ ଅଧିକ ଆଗ୍ରହ ଦେଖାଇ ଆସୁଛନ୍ତି l ଗ୍ରାମର ଯୁବକମାନେ ଫୂଟବଲ ପ୍ରତିଯୋଗିତା କିମ୍ବା ଆଦିବାସୀ ଡ୍ରାମା ପ୍ରତିଯୋଗିତାରେ ପୁରୁସ୍କୃତ ହୋଇ ମେଣ୍ଢା, ଖାସି […]

Read More Text.

ଆରଏମସି ଅଫିସ ଏବଂ ଯୋଗାଣ ବିଭାଗ କାର୍ଯ୍ୟାଳୟର କମ୍ପ୍ୟୁଟର ଏବଂ ଅଫିସ ସାମଗ୍ରୀ ଚୋରୀ ମାମଲାରେ ୨ ଜଣ ଗିରଫ

ବାରିପଦା : ଚୋରଙ୍କ ଫୋକସରେ ସରକାରୀ କାର୍ଯ୍ୟାଳୟ ଓ ଗୃହ  । ରାଇରଙ୍ଗପୁର ସହରର କିଛିଦିନ ହେଲା ସରକାରୀ ଗୃହ ଏବଂ କାର୍ଯ୍ୟାଳୟରେ ଶୂନଶାନ ରାତିରେ ଚୋରୀ ହେଉଥିବା ବାରମ୍ବାର ଅଭିଯୋଗ ହେଉଛି । ସରକାରୀ  ଘରେ କେହି ନ ଥିବା ଏବଂ ଚାବି ପଡିଥିବାବେଳେ ଏବଂ ସରକାରୀ କାର୍ଯ୍ୟାଳୟରେ  ବାରମ୍ବାର ଚୋରୀ ହେଉଛି ଯାହାକୁ ନେଇ ରାଇରଙ୍ଗପୁର ଟାଉନ ପୋଲିସ ର ମୁଣ୍ଡ ବ୍ଯଥାର କାରଣ ପାଲଟିଥିଲା । ଗତ ମାର୍ଚ ମାସ ୧୨ ତାରିଖ ଦିନ […]

Read More Text.