ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି : ରାଇରଙ୍ଗପୁର ସାଧାରଣ ସଭାରେ ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ୨୦ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଠାରେ ବିଶାଳ ସାଧାରଣ ସଭା ହେବ । କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସ୍ଥଳୀର ସୁରକ୍ଷା ବ୍ୟବସ୍ଥା, ସଭାରେ ଯୋଗଦେଉଥିବା ସାଧାରଣ ଲୋକଙ୍କ ପାଇଁ ସୁବିଧା, […]
Read More Text.