ଆସୁନି ଚିଠି କି ଶୁଭୁନି ଡ଼ାକବାଲାର ସ୍ୱର, ପୋଷ୍ଟମ୍ୟାନଙ୍କ ଜାଗା ନେଇଛି ସ୍ମାର୍ଟଫୋନ, ଦେଖିବାକୁ ମିଳୁନି ଡ଼ାକବାକ୍ସ

ଆଗରପଡ଼ା :ଦିନଥିଲା ଗାଁ ହେଉ ଅବା ସହରର ସାହି ବସ୍ତିରେ ଡାକବାଲାକୁ ଦେଖିଲେ ଲୋକେ ଘରୁ ବାହାରକୁ ଦୌଡି ଆସୁଥିଲେ । ଆମର କିଛି ଚିଠି ପତ୍ର ଆସିଛି କି ସେ ସଂକ୍ରାନ୍ତରେ ପଚାରି ବୁଝୁଥିଲେ । ସମୟ ବଦଳିବା ସହିତ ଲୋକଙ୍କ ସାମାଜିକ ଚଳଣିରେ ମଧ୍ୟ ପରିବର୍ତ୍ତନ ହେବାରେ ଲାଗିଛି । ବିଗତ କିଛି ବର୍ଷ ହେଲା ଚିଠି ପତ୍ରର ସ୍ଥାନ ନେଇଛି ସ୍ମାର୍ଟ ଫୋନ୍ । ଯାହା ଫଳରେ ଡିଜିଟାଲ୍ ଦୁନିଆରେ ଡାକବାକ୍ସ ସାଧାରଣ […]

Read More Text.

ଠାକୁରଙ୍କ ୧୩୭ତମ ଜନ୍ମ ମହୋତ୍ସବ ପାଳନ

ଆଗରପଡ଼ା :ଆଗରପଡ଼ା ନିମଟସ୍ଥ ବାଦା ପଂଚାୟତ ବରଦା ଗ୍ରାମ ମା’ଭଗବତୀଙ୍କ ମନ୍ଦିର ପ୍ରାଙ୍ଗଣରେ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୭ତମ ଜନ୍ମ ମହୋତ୍ସବ ପାଳିତ ହୋଇଯାଇଅଛି । ପ୍ରଥମେ ପ୍ରାର୍ଥନା ଓ ଉଷା କୀର୍ତ୍ତନ ସହିତ ନଗର ପରିକ୍ରମା ପରେ ଶରତ ଚନ୍ଦ୍ର ପତିଙ୍କ ସଂଚାଳନରେ ସତସଙ୍ଗ କାର୍ଯ୍ୟ ଆରମ୍ଭ ହୋଇଥିଲା । ତାଙ୍କୁ ସହଯୋଗ କରିଥିଲେ ଖଇରା ଶ୍ରୀମନ୍ଦିର ସଭାପତି ରବିନାରାୟଣ ମିଶ୍ର । ପ୍ରଥମ ଭାଗରେ ପ୍ରାର୍ଥନା,ସଦ୍‌ଗ୍ରନ୍ଥ ପାଠ,ଦ୍ୱିତୀୟ ଭାଗରେ ଭମାକାନ୍ତ ଭାଇଙ୍କ ଦ୍ୱାରା ଭଜନ […]

Read More Text.

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ, ତଦନ୍ତ ଜାରି

ଭୁବନେଶ୍ବର: କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ଘଟଣାରେ ମଙ୍ଗଳବାର ପୁଲିସ ବିଶ୍ୱବିଦ୍ୟାଳୟର ୫ ଜଣ କର୍ମଚାରୀଙ୍କୁ ଗିରଫ କରିଛି। ଇନଫୋସିଟି ଥାନା ପୁଲିସ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ମୃତ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିକରି ଉକ୍ତ ଶିକ୍ଷାନୁଷ୍ଠାନରେ ଶିକ୍ଷାରତ ଛାତ୍ରଛାତ୍ରୀ ମାନେ ଶିକ୍ଷାନୁଷ୍ଠାନର ମୁଖ୍ୟ ଅଧିକାରୀଙ୍କ ବିରୋଧରେ ଆନ୍ଦୋଳନ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ଖୁବ ଶୀଘ୍ର ହଷ୍ଟେଲ ତଥା ଶିକ୍ଷାନୁଷ୍ଠାନ ପରିସର […]

Read More Text.

ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ, ରାତି ୧୦ରେ ଉଠିବ ମହାଦୀପ

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଚଟାଣରେ କାରପେଟ ବିଛା, ପୋଲିସ ପ୍ରଶାସନ ପକ୍ଷରୁ ୪୦ପ୍ଳାଟୁନ ଫୋର୍ସ ମୁତୟନ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା । ମନ୍ଦିର ସେବାୟତା ଏବଂ ଭିଆଇପିମାନଙ୍କ ନିମନ୍ତେ ପୃଥକ ଦ୍ୱାର ବ୍ୟବହାର କରାଯିବା । ୨୬ ତାରିଖ ଭୋର […]

Read More Text.

ବର୍ଷକରେ ମରିଛନ୍ତି ୮୧ ହାତୀ, ମୃତ୍ୟୁ ହାର ଚିନ୍ତାଜନକ

ଭୁବନେଶ୍ୱର: ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଛନ୍ତି । ହାତୀ ଶିକାର, ବିଦ୍ୟୁତ୍‌ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି ବୋଲି ବିଧାନସଭାରେ ଆଜି ଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଏହି ଉତ୍ତର ରଖିଛନ୍ତି । ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଆହୁରି କହିଛନ୍ତି ଯେ, ୨୦୨୪ ହାତୀ ଗଣନା ଅନୁଯାୟୀ ରାଜ୍ୟରେ ୨୦୧୩ଟି ହାତୀ […]

Read More Text.

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ତଥ୍ୟ ଅନୁସନ୍ଧାନ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ବର: କିଟ୍ ବିଶ୍ବବିଦ୍ୟାଳୟରେ ରବିବାର ରାତିରେ ନେପାଳର ନିବାସୀ ତଥା ଇଂଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍‌ସା(୧୯)ଙ୍କ ମୃତ୍ୟୁ ନେଇ ରାଜ୍ୟ ସରକାର ଆଜି ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଜଣେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ବରେ ଏହି କମିଟି ଘଟଣାର ତଦନ୍ତ କରିବ। ଏହି କମିଟିରେ ଗୃହ ବିଭାଗର ପ୍ରମୁଖ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ ଓ ଉଚ୍ଚଶିକ୍ଷା ବିଭାଗର ସଚିବଙ୍କୁ ମଧ୍ୟ ସାମିଲ କରାଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ […]

Read More Text.

ଜମିର ହେବ ନିର୍ଭୁଲ୍ ସର୍ଭେ; ଶୁଭାରମ୍ଭ ହେଲା ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’

ଖୋର୍ଦ୍ଧା: ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ଆଦି ଓଡ଼ିଶାର ଚାରୋଟି ସହରରେ ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ ‘ନକ୍ସା’। ଦେଶର ୧୫୨ ଟି ସହରରେ ଏ ଯୋଜନା ଆରମ୍ଭ ହୋଇଥିବା ବେଳେ ଓଡ଼ିଶାର ୪ଟି ସହରକୁ ନିଆଯାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିଲାଗି ଖୋର୍ଦ୍ଧାର ଟାଉନ ହଲରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ, ପୌରଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି ଓ ଜିଲ୍ଲାପାଳ ଚଞ୍ଚଳ […]

Read More Text.

ରାଜ୍ୟର ୨ ହଜାରରୁ ଅଧିକ ଗାଁକୁ ରାସ୍ତା ନାହିଁ: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ । ଏହି ସମୟରେ, ମଙ୍ଗଳବାର ପୂର୍ବ ସରକାର ଉପରେ ବର୍ଷିଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଯେ, ପୂର୍ବ ସରକାର ଯୋଉ ଡିଣ୍ଡିମ ପିଟପୁଛନ୍ତି ଯେ, ଗତ ୨୫ ବର୍ଷ ଭିତରେ ରାଜ୍ୟ ବହୁତ ଆଗକୁ ବଢିଛି ତାହା ସମ୍ପୂର୍ଣ୍ଣ ଭିତ୍ତି ହିନ । କାରଣ ତଥ୍ୟ ଆଉ କିଛି କହୁଛି । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ଏବେବି ରାଜ୍ୟର […]

Read More Text.

ବିଧାନସଭାରେ କିଟ୍ ପ୍ରସଙ୍ଗ: ତାତିଲେ ବିଧାୟକ

ଭୁବନେଶ୍ବର: ଆଜି ବିଧାନସଭାରେ ଶୂନ୍ୟକାଳରେ କିଟ୍ ତାତି ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗ ଉଠାଇଛନ୍ତି ବିଜେପି ବିଧାୟକ ବାବୁ ସିଂ। ସେ କିଟ୍ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରିବାକୁ ବାଚସ୍ପତିଙ୍କ ନିକଟରେ ଦାବି କରିଛନ୍ତି। ବାବୁ ସିଂ କହିଛନ୍ତି, କିଟ୍ ବହୁ ଜମିକୁ ଜବରଦଖଲ କରିଛି। ଜଙ୍ଗଲ ଜମିରେ ବେଆଇନ୍ ନିର୍ମାଣ ହୋଇଛି। ଏପରିକି ମନ୍ଦିର ନିର୍ମାଣ ବି ହୋଇଛି । ଯେଉଁମାନେ କିଟ୍ ର କନଷ୍ଟ୍ରକସନ୍ କାମ କରୁଛନ୍ତି ସେମାନେ କେଉଁ ଦଳର […]

Read More Text.

କ୍ଷମା ମାଗିଲା କିଟ୍, ଆନ୍ଦୋଳନ ବେଳେ ଦୁର୍ବ୍ୟବହାର ପାଇଁ ୩ କର୍ମଚାରୀ ନିଲମ୍ବିତ

ଭୁବନେଶ୍ଵର: କିଟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କୁ ଦୁର୍ବ୍ୟବହାରକୁ ନେଇ କ୍ଷମା ମାଗିଛନ୍ତି କିଟ୍ କୁଳପତି ପ୍ରଫେସର ଶରଣଜିତ୍ ସିଂ । ଘଟଣାରେ ଦୁଇ ଜଣ ହଷ୍ଟେଲ ଅଧିକାରୀ ଓ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ କିଟ୍ କର୍ତ୍ତୃପକ୍ଷ ନିଲମ୍ବିତ କରିବା ସହ ସେମାନଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆନ୍ଦୋଳନ କରୁଥିବା ଛାତ୍ରଛାତ୍ରୀଙ୍କ ସହ ଯେଉଁଭଳି ବ୍ୟବହାର କରାଗଲା, ସେନେଇ ଦୁଃଖ ପ୍ରକାଶ କରିଛନ୍ତି । ଦୁଇ ଅଧିକାରୀଙ୍କ ଟିପ୍ପଣୀ ଦାୟିତ୍ବହୀନ ବୋଲି […]

Read More Text.