କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ
ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ସେ କହିଛନ୍ତି। ଅତ୍ୟଧିକ ଖରା ଓ ମୂଲ୍ୟାଙ୍କନ କେନ୍ଦ୍ରର ଦୂରତା ଯୋଗୁ ଅନେକ ଶିକ୍ଷୟିତ୍ରୀଶିକ୍ଷକ ଖାତା ଦେଖିବାକୁ ଆସିବା ବେଳେ ସମସ୍ୟାରେ ପଡିପାରନ୍ତି। ଯାହାକୁ ଦୃଷ୍ଟିରେ ରଖି ମୂଲ୍ୟାଙ୍କନ କେନ୍ଦ୍ର […]
Read More Text.