କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ, ଗିରଫ ହେଲେ ୭ ଜଣ ଅଭିଯୁକ୍ତ
ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ । ୧ .୪କୋଟି ଟଙ୍କାର ସାଇବର ଠକେଇ କରି ଗିରଫ ହେଲେ ୭ ଜଣ ଅଭିଯୁକ୍ତ । ସମସ୍ତ ଅଭିଯୁକ୍ତଙ୍କୁ କର୍ଣ୍ଣାଟକ ଓ ତାମିଲନାଡୁରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ବିଭିନ୍ନ ଆକାଉଣ୍ଟ ଫ୍ରିଜ କରିବା ପରେ ୧୯ଲକ୍ଷ ଟଙ୍କା ଜବତ କରିଛି କ୍ରାଇମବ୍ରାଞ୍ଚ । ଏହା ସହ ଅଭିଯୁକ୍ତଙ୍କ ନିକଟରୁ ମୋବାଇଲ ଫୋନ, ସିମକାର୍ଡ, ଚେକବୁକ,ଆଧାରକାର୍ଡ , Whats app ସ୍କ୍ରିନ, ସର୍ଟ,ଡେବିଟ କାର୍ଡ ଜବତ ହୋଇଛି […]
Read More Text.