ଭାରତୀୟ ମାନକ ବ୍ୟୁର (BIS) ଆନୁକୂଲ୍ୟରେରେ ଜିଲ୍ଲା ସ୍ତରୀୟ ଅଧିକାରଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାରିପଦା (୧୨/୦୨) :  ଭାରତ ସରକାରଙ୍କ ଉପଭୋକ୍ତା ବ୍ୟାପାର ଖାଦ୍ୟ ଏବଂ ସାର୍ବଜନିକ ବିତରଣ ମନ୍ତ୍ରାଳୟ ଆନୁକୂଲ୍ୟରେ ଭୁବନେଶ୍ୱର ମାନଙ୍କ ବ୍ୟୁର ଶାଖା ଏବଂ ଜିଲ୍ଲା ପ୍ରଶାସନର ସହଯୋଗ ରେ ଆଜି ସ୍ଥାନୀୟ ଜ଼ିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାର ସରକାରୀ ଅଧିକାରୀ ମାନଙ୍କ ପାଇଁ ଉତ୍ପାଦ/ପଦାର୍ଥର ମାନକ ସମ୍ଭନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ତଥା ଉପଖଣ୍ଡ ସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀ ମାନେ […]

Read More Text.

ହରିହାଟରେ ଧନୁଉତ୍ସବର ଆକର୍ଷଣ : ନଗର ପରିକ୍ରମା କଲେ କଂସ ମହାରାଜ

ବାରିପଦା  : ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ ଅନ୍ତର୍ଗତ ମାଧପୁର ହରିହାଟ ମହୋତ୍ସବର ତୃତୀୟ ଦିନରେ  କଂସ ମହାରାଜଙ୍କ ନଗର ପରିକ୍ରମା ସହିତ ଧନୁ ଉତ୍ସବ ମହା ସମାରୋହ ରେ ଅନୁଷ୍ଠିତ ହୋଇ ଯାଇଛି | ପ୍ରତିବର୍ଷ ପରି ମାଘ ମାସ ଶୁକ୍ଳ ପକ୍ଷ ତ୍ରୟଦୋଷୀ ତିଥି ରୁ ଆରମ୍ଭ ହୋଇ ଚାରି ଦିନ ଧରି ଚାଲୁଥିବା ଏହି ମହୋତ୍ସବ ର ତୃତୀୟ ଦିନରେ ପ୍ରାତଃ ରୁ ଭାଗବତ ଗୋସେଇଁଙ୍କ ପହଡ ଭଙ୍ଗାନୀତି ପରେ ସୂର୍ଯ୍ୟ ପୂଜା […]

Read More Text.

ନାବାଳିକା ଦୁଷ୍କର୍ମକାରୀକୁ ଆଜୀବନ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା

ବାରିପଦା (ଓଏନଏନ) :  ୨୦୧୯ ମସିହା ନଭେମ୍ବର ୩୦ ତାରିଖ ରେ ମୟୁରଭଞ ଜିଲା ଶରତ ଥାନା ଅଞ୍ଚଳରେ ରେ ଜନୈକା ନାବାଳିକା ସହିତ ହୋଇଥିବା ଦୁଷ୍କର୍ମ ସଂଙ୍କ୍ରାନ୍ତ ଏକ ମାମଲାର ଆଜି ବିଚାର କରି ଆଡ – ହକ ଅତିରିକ୍ତ ଜିଲା ଓ ଦୌରାଜଜ ( ଏଫଟିଏସସି) ଆଣ୍ଡର ପକ୍ସୋ ଆକ୍ଟ , ବାରିପଦା ବିଚାରପତି ସନ୍ତୋଷ କୁମାର ନାଏକ ଅଭିଯୁକ୍ତ ମୟୁରଭଞ୍ଜ ଜିଲା ଶରତ ଥାନା ଅନ୍ତର୍ଗତ ସରଡିହା ଗ୍ରାମର ଦୁିମ୍ବି ସିଂ ବାନରା […]

Read More Text.

ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି

ଭୁବନେଶ୍ୱର : ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି । ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି । ଆଇପିଏଲ ୨୦୨୪ରେ ଏକ ସ୍ମରଣୀୟ ଅଭିଯାନ ପରେ ଡିଫେଣ୍ଡିଂ ଚାମ୍ପିଅନ୍ସ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଦେଶର ବିଭିନ୍ନ ରାଜ୍ୟରେ ପ୍ରଥମ ଥର ପାଇଁ ଟ୍ରଫି ଟୁର୍ ସହିତ ଇତିହାସ ରଚିବାକୁ ଯାଉଛି। ସେମାନଙ୍କର ଚାମ୍ପିଅନସିପ୍ ପାଳନର ଏକ […]

Read More Text.

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର

ଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା ଅର୍ଜୁନ କପୁର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଭେଟିଛନ୍ତି। ସୌଜନ୍ୟମୂଳକ ସାକ୍ଷାତ ସହ ମୁଖ୍ୟମନ୍ତ୍ରୀଙ୍କୁ ମ୍ୟାଚ୍ ପାଇଁ ଦେଲେ ନିମନ୍ତ୍ରଣ ଦେଇଛନ୍ତି। ଚଳିତବର୍ଷ ସାତଟି ଦଳକୁ ନେଇ ଟୁର୍ନାମେଣ୍ଟ ଆୟୋଜନ […]

Read More Text.

ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ(ବିଏସଇ)ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ ଉଭୟଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବୋର୍ଡ ମୁଖ୍ୟାଳୟରୁ ପ୍ରଶ୍ନପତ୍ର ନୋଡାଲ କେନ୍ଦ୍ରଗୁଡ଼ିକରେ ପହଞ୍ଚିଛି। ଓଡ଼ିଶାର ୩୦ଟି ଜିଲ୍ଲାର ୩୧୪ଟି ନୋଡାଲ୍ ସେଣ୍ଟର ସ୍ଥାପନ କରାଯାଇଛି। କଡ଼ା ସୁରକ୍ଷା ମଧ୍ୟରେ ୪୪ଟି ରୁଟ୍ ଦେଇ ପ୍ରଶ୍ନପତ୍ର ପଠାଯାଇଥିଲା। ଅନ୍ୟପକ୍ଷରେ, ପରୀକ୍ଷା କେନ୍ଦ୍ରଗୁଡ଼ିକର ଲିକ୍‌କୁ ଯାଞ୍ଚ କରିବା ପାଇଁ […]

Read More Text.

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଥିଲା । ବିଜ୍ଞପ୍ତି ଅନୁସାରେ ୨୦୧୭ ମସିହା ପୂର୍ବରୁ ନିର୍ମାଣ ସରିଥିବା ଆପାର୍ଟମେଣ୍ଟ ଗୁଡ଼ିକର ପଞ୍ଜିକରଣ ହେବ । ବିନା ଆପାର୍ଟମେଣ୍ଟ ଆଇନ୍‌ ଅନୁଯାୟୀ ଏହା କରିହେବ ବୋଲି […]

Read More Text.

ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି କରି, ହାଇକୋର୍ଟ ଏକ ଛାଡପତ୍ର ମାମଲାରେ ପରିବାର କୋର୍ଟ ଦ୍ୱାରା ନିର୍ଦ୍ଦେଶିତ ଭରଣପୋଷଣ ପରିମାଣକୁ ପ୍ରତିମାସ ୮,୦୦୦ ଟଙ୍କାରୁ ହ୍ରାସ କରି ୫,୦୦୦ ଟଙ୍କାକୁ ହ୍ରାସ କରିଛନ୍ତି। “ଆଇନ କେବେବି ସେହି ସ୍ତ୍ରୀମାନଙ୍କୁ ପ୍ରଶଂସା କରେ ନାହିଁ, […]

Read More Text.

ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ବିଭିନ୍ନ କାର୍ଯ୍ୟ କରାଯିବ। ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଛାତ୍ରାବାସ, କଲେଜରେ ଅତିରିକ୍ତ ଶ୍ରେଣୀ ଗୃହ, କମନ ରୁମ୍, ଲାଇବ୍ରେରୀ, ଲାବ୍ରୋଟୋରୀ, କମ୍ପ୍ୟୁଟର ଲବ୍ରୋଟୋରୀ, ମଲ୍‌ଟି ପରପସ୍‌ ହଲ୍‌, ଆଡମିନିଷ୍ଟ୍ରେଟିଭ ବିଲଡ଼ିଙ୍ଗ, ଶୌଚାଳୟ […]

Read More Text.

ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ

କଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କିତ ତଥ୍ୟ ଲିଖିତ ଆକାରରେ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଫେବ୍ରୁଆରି ୧୯କୁ ମାମଲାର […]

Read More Text.