ରାଜ୍ୟରେ ରହିଛି ୪୫୩୯ ରକ୍ତଚନ୍ଦନ ଗଛ

ଭୁବନେଶ୍ବର: ରାଜ୍ୟରେ ୪୫୩୯ ରକ୍ତଚନ୍ଦନ ଗଛ ରହିଛି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଏହି ତଥ୍ୟ ରଖିଛନ୍ତି ମନ୍ତ୍ରୀ । ୨୫ ମାର୍ଚ୍ଚ, ୨୦୨୫ ସୁଦ୍ଧା, ଓଡ଼ିଶାରେ ମୋଟ ୪,୫୩୯ଟି ଲାଲ ଚନ୍ଦନ ଗଛ ଅଛି, ଯେଉଁଥିରୁ ୨୦୭୧ଟି ପ୍ରାକୃତିକ ଭାବରେ ବଢ଼ିଥିବା ବେେ ୨,୪୬୮ଟି ବନୀକରଣ ପ୍ରୟାସ ମାଧ୍ୟମରେ […]

Read More Text.

ପୋଲିସକୁ ବାନ୍ଧିଲା ପୋଲିସ, ଗଞ୍ଜେଇ ଚାଲାଣରେ ୩ଜଣ ଆଇଆରବି ଯବାନ ଗିରଫ

ବୌଦ୍ଧ: ପୋଲିସକୁ ବାନ୍ଧିଲା ପୋଲିସ । ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଆଇଆରବି ଯବାନ ଗିରଫ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନାରେ ଏପରି ଘଟଣା ଦେଖିବାକୁ ମିଳିଛି । ମନମୁଣ୍ଡା ଥାନା ପୋଲିସ ବାରାକରୁ ୧୫ କେଜି ଗଞ୍ଜେଇ ଜବତ କରିଛି ପୋଲିସ । ଏସପିଙ୍କ ତଦନ୍ତ ସମୟରେ ଯବାନଙ୍କ ନିକଟରୁ ଜବତ ହୋଇଥିଲା ଗଞ୍ଜେଇ। ଘଟଣାରେ ୩ ଆଇଆରବି ଯବାନଙ୍କୁ ଗିରଫ କରାଯାଥିବା ସୂଚନା ଦେଲେ ବୌଦ୍ଧ ଏସପି ରାହୁଲ ଗୋଏଲ ।

Read More Text.

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ମହାପ୍ରଭୁଙ୍କ ଆଶିଷ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

ପୁରୀ: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଓଡ଼ିଶାରେ ପହଞ୍ଚି ପୁରୀ ଗସ୍ତରେ ଜଷ୍ଟିସ୍‌ ହରିଶ ଟଣ୍ଡନ । ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ଜଷ୍ଟିସ୍‌ ହରିଶ ଟଣ୍ଡନ ।ଏହି ସମୟରେ ପୁରୀ ଏସପି, ଜିଲ୍ଲାପାଳଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ । ଓଡିଶାର ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ । […]

Read More Text.

ମହିଳାଙ୍କ ଘରୁ ଜବତ ହେଲା ୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ନୋଟ୍ !

ପୁରୀ: ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ମହିଳା ହେଉଛନ୍ତି ତିଳୋତ୍ତମା ପ୍ରଧାନ। ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୋଗକାରୀ ଅଭିମନ୍ୟୁ ଜେନାଙ୍କ ଅଭିଯୋଗ ଆଧାରରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ନେଇଛି। ଉକ୍ତ ମହିଳାଙ୍କ ଘରେ ଚଢ଼ାଉ ସମୟରେ ୨୦ କେଜିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର ଏବଂ ବିପୁଳ ପରିମାଣର ୫୦୦ ଟଙ୍କିଆ ନୋଟ୍ […]

Read More Text.

ଆନ୍ଧ୍ର ପୁଅକୁ ଚୂନା ଲଗାଇଲା ଓଡ଼ିଶା ଝିଅ, ନିର୍ବନ୍ଧ ପରେ ୩ଲକ୍ଷର ସୁନା ଅଳଙ୍କାର ନେଇ ମାରିଲା ଚମ୍ପଟ

ଭୁବନେଶ୍ୱର : ଆନ୍ଧ୍ର ପୁଅକୁ ଚୂନା ଲଗାଇଲା ଓଡ଼ିଶା ଝିଅ । ନିର୍ବନ୍ଧ କରି ସୁନା ନେଇ ମାରିଲେ ଚମ୍ପଟ । ସାମ୍ନାକୁ ଆସିଲା ଏପରି ଏକ ରୋଚକ ଲୁଟ । ଭୁବନେଶ୍ବରର ନୟାପଲ୍ଲୀ ଥାନାରେ ଏତଲା ଦେଲେ ବରପକ୍ଷ । ସୂଚନା ଅନୁସାରେ ଭୁବନେଶ୍ବରର ଜଣେ ମଧ୍ୟସ୍ଥିଙ୍କ ସହାୟତାରେ ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମର ଜଣେ ଯୁବକ ଭୁବନେଶ୍ବରରେ ଝିଅ ଦେଖିଲେ । ଏହାପରେ ଦୁଇ ପରିବାରର ସହମତିରେ ନିର୍ବନ୍ଧ ମଧ୍ୟ ପିକ୍ସ କରାଗଲା । କିଛି ଦିନ […]

Read More Text.

ଘରୁ କୋଟିଏ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ: ସାଲେପୁର ଥାନା ସୌରୀ ପଞ୍ଚାୟତ ଜାହାଙ୍ଗୀରାବାଦ ଗାଁରେ ବଡ଼ଧରଣର ଲୁଟ୍‌ । ସୋମବାର ବିଳମ୍ଵିତ ରାତିରେ ଏହି ଲୁଟ୍ ହୋଇଛି। ଝିଅ ବାହାଘର ପାଇଁ ଜମି ବିକ୍ରି କରି ରଖିଥିବା ଟଙ୍କା ଓ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଲୁଟେରା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବରମୁତାବକ, କଟକ ଜିଲ୍ଲା ସାଲେପୁର ସୌରୀ ପଞ୍ଚାୟତ ଜାହାଙ୍ଗୀରାବାଦ ଗାଁର ବିଜୟ ମହାନ୍ତିଙ୍କ ଘରେ ସୋମବାର ଦିନ ବିଳମ୍ଵିତ ରାତିରେ ଲୁଟ୍ ହୋଇଛି। […]

Read More Text.

ବନ୍ୟଜନ୍ତୁ ଆକ୍ରମଣରେ ଗଲାଣି ୭୯୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗତ ୫ ବର୍ଷରେ ବନ୍ୟଜନ୍ତୁ ଆକ୍ରମଣରେ ୭୯୯ ଜୀବନ ଗଲାଣି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ । ଏନେଇ ପଦ୍ନଲୋଚନ ପଣ୍ଡାଙ୍କ ପ୍ରଶ୍ନରେ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ରାଜ୍ୟରେ ହାତୀ ଏବଂ ବନ୍ୟଜନ୍ତୁ ଆକ୍ରମଣରେ ୫ ବର୍ଷରେ ୭୯୯ ଲୋକଙ୍କ ମୃତ୍ୟୁ ହୋଇଛି । ବନ୍ୟଜନ୍ତୁଙ୍କ ଆକ୍ରମଣରେ […]

Read More Text.

ଜିଲ୍ଲା ସ୍ତରୀୟ ବିଶ୍ୱ ଖାଉଟି ଅଧିକାର ଦିବସ – ୨୦୨୫ ପାଳିତ

ବାରିପଦା – ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଜିଲ୍ଲା ଉପନିୟନ୍ତ୍ରକ ବୈଧ୍ୟ ମାପ ବିଜ୍ଞାନ ବାରିପଦା ଓ ସଂକଳ୍ପ, କୁଳିଅଣା ଅଲୁକୁଲ୍ୟରେ ସରକାରୀ ମହିଳା ମହାବିଦ୍ୟାଳୟ, ବାରିପଦା ସମ୍ମିଳନୀ କକ୍ଷ ରେ ଜିଲ୍ଲା ସ୍ତରୀୟ ବିଶ୍ୱ ଖାଉଟି ଅଧିକାର ଦିବସ 2025 ପାଳିତ ହୋଇଯାଇଛି l ସଂକଳ୍ପ ର ସମ୍ପାଦକ ପ୍ରଦୀପ କୁମାର ଦାସମହାପାତ୍ର ମଂଚାସୀନ ସମସ୍ତ ଅତିଥି,ସାଧନ ବ୍ୟକ୍ତି. ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ମୁଖ୍ୟ ଅତିଥି ପୂର୍ବତନ […]

Read More Text.

ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ସମାରୋହ, ୨୦୨୫ ଉପଲକ୍ଷେ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

ବାରିପଦା – ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ନିର୍ଦେଶରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ , ବାରିପଦା ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ସମାରୋହ, ୨୦୨୫ ଉପଲକ୍ଷେ ଜିଲ୍ଲାସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ବାରିପଦାସ୍ଥିତ ଲେଡି ହାମିଲଟନ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଅଛି l ଜିଲ୍ଲାର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ଓଡିଶା ଆଦର୍ଶ ବିଦ୍ୟାଳୟ […]

Read More Text.

ରୋଗକୁ ଆମନ୍ତ୍ରଣ; ବଜାରରେ ମିଳୁଛି ନିମ୍ନମାନର ମୃଦୁ ପାନୀୟ ଓ ବୋତଲ ପାଣି

ଆଗରପଡ଼ା :ବର୍ତ୍ତମାନ ଦିନକୁ ଦିନ ଗ୍ରୀଷ୍ମର ପ୍ରଭାବ ବଢିବାରେ ଲାଗିଛି । ଆଗକୁ ଏହାର ପ୍ରଭାବ ଆହୁରି ବଢିବ । ପୂର୍ବାହ୍ନ ୧୦ଟା ପରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିବ । ଏହିଭଳି ପରିସ୍ଥିତିରେ ବିଭିନ୍ନ କାର୍ଯ୍ୟରେ ବାହାରକୁ ଯାଉଥିବା ଲୋକେ ଶୋଷ ମେଣ୍ଟାଇବାକୁ ବିଭିନ୍ନ ବୋତଲ ପାଣି ଓ ମୃଦୁ ପାନୀୟ ଉପରେ ନିର୍ଭର କରିବେ । ଏହାକୁ ଆଖିଆଗରେ ରଖି କିଛି ଭଲ କମ୍ପାନୀର ପାଣି ବୋତଲ ଅଧିକ ଦରରେ ବିକ୍ରି ହେଉଥିବା ବେଳେ […]

Read More Text.