ମା’ ଆଦିଶକ୍ତି ଉଦ୍ୟୋଗର ଶୁଭ ଉଦ୍ଘାଟନ, ଉପକୃତ ହେବେ ୫୦୦ରୁ ଅଧିକ ମହିଳା
ବାରିପଦା : ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା ବ୍ଲକ ଅନ୍ତର୍ଗତ ଦେଉଳିଠାରେ ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ କରକମଳରେ ‘ମା’ ଆଦିଶକ୍ତି ଉଦ୍ୟୋଗ ପରିସର’ର ଶୁଭ ଉଦ୍ଘାଟନ କରାଯାଇଛି । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ଏବଂ ମିଶନ ଶକ୍ତି ବିଭାଗର ସହଭାଗିତାରେ ୩୫ ଲକ୍ଷ ଟଙ୍କା ବ୍ୟୟରେ ପ୍ରତିଷ୍ଠିତ ଏହି ଉଦ୍ୟୋଗ ପରିସର ମାଧ୍ୟମରେ ୫୦୦ରୁ ଅଧିକ ମହିଳା ଉପକୃତ ହେବେ । ଏହି ଅବସରରେ […]
Read More Text.