ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ଵର: ଅଗ୍ନିଶମ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ବଡ ଉପହାର । ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ମୋଟର ସାଇକେଲ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଥିବା […]
Read More Text.