ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ

ବରଗଡ଼ : ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର […]

Read More Text.

ବଦଳିବ ବହୁ ରାଜସ୍ବ ନିୟମ: ସୁରେଶ ପୂଜାରୀ

ଝାରସୁଗୁଡ଼ା: ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌ ଏନକ୍ରୋଚ୍‌ମେଣ୍ଟ ଆକ୍ଟ ଏବଂ ଓଡ଼ିଶା ଲ୍ୟାଣ୍ଡ୍‌ ସେଟଲମେଣ୍ଟ ଆକ୍ଟରେ ଅନେକ ସଂଶୋଧନ ରହିଛି। ସୋମବାର ଝାରସୁଗୁଡ଼ା ଜିଲ୍ଲା ଗସ୍ତ ସମୟରେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ସଂଶୋଧନ ପରେ ୪ ଡେସିମିଲରୁ କମ୍‌ ଜମି ଥିବା ଲୋକଙ୍କୁ ଭୂମିହୀନ ଭାବରେ ପରିଗଣିତ କରାଯିବ। […]

Read More Text.

ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ସାଂଗଠନିକ ନିର୍ବାଚନ ଶେଷ ପାଇଁ ବିଜେଡିର ଲକ୍ଷ୍ୟ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ଦଳର ସାଂଗଠନିକ ନିର୍ବାଚନ ଶେଷ କରିବାକୁ ଯାଉଛି ବୋଲି ଦଳର ବରିଷ୍ଠ ନେତା ପ୍ରଦୀପ କୁମାର ଅମାତ କହିଛନ୍ତି। ସୋମବାର ଭୁବନେଶ୍ୱରର ଶଙ୍ଖ ଭବନରେ ଆୟୋଜିତ ଦଳର ସମନ୍ୱୟ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ଘୋଷଣା କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ପରେ […]

Read More Text.

ବହଳଦା ର କେନ୍ଦୁଆ ଗାଁ ରେ ସାନ୍ତାଳୀ ନବବର୍ଷ ମାଘ ମୁଲୁଃ ପାଳିତ

ବାରିପଦା – ମୟୁରଭଞ୍ଜ ଜିଲ୍ଲା ବହଳଦା ବ୍ଲକ ଅନ୍ତର୍ଗତ ବଡପଳସା ଗ୍ରାମପଞ୍ଚାୟତ କେନ୍ଦୁଆ ଗ୍ରାମରେ ମାରାଂ ବୁରୁ ସେମଲେଦ୍ କେନ୍ଦୁଆ ପକ୍ଷରୁ ସାନ୍ତାଳୀ ନବବର୍ଷ ମାଘ ମୁଲୁଃ ହର୍ଷ ଉଲ୍ଲାସର ସହ ପାଳିତ ହୋଇ ଯାଇଛି। ଏହି ନବବର୍ଷ ଅବସରରେ ଗ୍ରାମର ସମସ୍ତ ମହିଳା ପୁରୁଷ ପାରମ୍ପାରିକ ପରିଧାନରେ ବାଙ୍କାବୁରୁ ପାହାଡ ନିକଟସ୍ଥ ପଡିଆରେ ଏକତ୍ରିତ ହୋଇ ପୁରୁଷଙ୍କ ଦ୍ବାରା ପ୍ରସ୍ତୁତ ରନ୍ଧା ଖାଦ୍ୟ ମହିଳା ମାନଙ୍କୁ ପରସା ଯାଇଥିଲା। ବର୍ଷ ତମାମ ମହିଳା ମାନେ ପୁରୁଷ […]

Read More Text.

କର୍ପୋରେଟ ସପକ୍ଷବାଦୀ ବଜେଟ : ସିପିଆଇ ଜିଲ୍ଲା ସମ୍ପାଦକ

ବାରିପଦା: ଚଳିତ କେନ୍ଦ୍ର ବଜେଟରେ ଶ୍ରମିକ ଓ କୃଷକମାନଙ୍କୁ ସମ୍ପୁର୍ଣ୍ଣ ଅଣଦେଖା କରାଯାଇଛି। ସରକାର ରାଷ୍ଟ୍ରାୟତ ଉଦ୍ୟୋଗର ଘରୋଇକରଣ ଉପରେ ପ୍ରାଧାନ୍ୟ ଦେବାସହ ଜନମଙ୍ଗଳକାରୀ ସରକାରୀ ବ୍ୟବସ୍ଥାରୁ ଓହରି ଯିବେ ବୋଲି ଅର୍ଥ ମନ୍ତ୍ରୀଙ୍କ easy of doing business ର ଘୋଷଣା ନିମ୍ନ ମଧ୍ୟବିତ୍ତ ଓ ପ୍ରାନ୍ତିକ ବର୍ଗ ପାଇଁ ଦୁର୍ଦ୍ଦଶା ଆଣିବ। ପ୍ରକଳ୍ପ ଶ୍ରମିକଙ୍କୁ ଶ୍ରମିକ ଭାବେ ଘୋଷଣା ନ କରିବା ଦୁର୍ଭାଗ୍ୟଜନକ। କୃଷକର କୋୖଣସି ଦାବି ମଧ୍ୟ ପୂରଣ କରାଯାଇନାହିଁ। କର୍ପୋରେଟ ମାନଙ୍କୁ […]

Read More Text.

ଠକ ହଂସିତା ଓ ଅନିଲକୁ ଜେରା କରିବ ଆୟକର ବିଭାଗ

ଭୁବନେଶ୍ବର : ରାଜଧାନୀରୁ ଗିରଫ ହାଇପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସା ଓ ଅନିଲକୁ ଜେରା କରିବ ଆୟକର ବିଭାଗ । ସୋମବାର ଝାରପଡ଼ା ଜେଲ୍‌ରେ ଉଭୟଙ୍କୁ ଜେରା କରିବ ଆୟକର  ବିଭାଗ । ଏନେଇ ତଦନ୍ତକାରୀ ଟିମ୍‌କୁ  ୬ଘଣ୍ଟା ପଚରାଉଚରା ପାଇଁ ମିଳିଲା ଅନୁମତି । ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆୟକର ବିଭାଗର ଟିମ୍ ପର୍ଯ୍ୟାୟ କ୍ରମେ ଏହି ଠକ ଯୋଡ଼ିଙ୍କୁ ଜେରା କରିବେ । ଏନେଇ କୋର୍ଟରୁ ଅନୁମତି ମିଳିବା ପରେ ଆୟକର ବିଭାଗର ଅଧିକାରୀମାନେ ସ୍ୱତନ୍ତ୍ର ପ୍ରଶ୍ନ ପ୍ରସ୍ତୁତ କରିଛନ୍ତି ।  ପ୍ରଥମେ ଅଲଗା ଅଲଗା, […]

Read More Text.

ଭୁବନେଶ୍ବରରେ ତାପମାତ୍ରା ୩୪ ଡିଗ୍ରୀ ଟପିଲା

ଭୁବନେଶ୍ୱର : ମାଘରେ ୩୪ ଟପିଲା ଭୁବନେଶ୍ୱର ତାପମାତ୍ରା  । ଦିନ ୨ଟା ସୁଦ୍ଧା ଭୁବନେଶ୍ୱର ପାରଦ ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି  । ପେବୃୟାରୀ ଆରମ୍ଭରୁ ତାତି ଅସମ୍ଭାଳ  ।  ଆଗକୁ କଣ ହେବ ଏଇଥିରୁ ଆଶଙ୍କା କରାଯାଇପାରେ  ।  ଏଥର ତାତି ଜୋର ହେବ ବୋଲି ଅସ୍ବୀକାର କରା ଯାଇନପାରେ  । କଲବଲ କଲାଣି ତାତି ।  ରାଜ୍ୟରେ ଧୀରେ ଧୀରେ ବଢୁଛି ପାରଦ ।  ଟାଇଁ ଟାଇଁ ଖରା ସହ ଅସ୍ୱାଭାବିକ ଗରମ ଅନୁଭୂତ […]

Read More Text.

ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ, ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର : ଚଳିତ ବଜେଟ୍‌ରେ ଓଡ଼ିଶା ପ୍ରତି ଅନ୍ୟାୟ ହୋଇଛି । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ ଓଡ଼ିଶା । ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି । ରାଜନୈତିକ ଉଦ୍ଦେଶ୍ୟରେ ବିହାରକୁ ଦେଇ ଓଡ଼ିଶାକୁ ଅବହେଳା କରାଯାଇଛି । ଅନ୍ୟ ରାଜ୍ୟ ତୁଳନାରେ କ’ଣ ଓଡ଼ିଶା ଅଧିକ ପାଇଛି କି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ଏହା ଓଡ଼ିଶା ପ୍ରତି ଅନ୍ୟାୟ […]

Read More Text.

ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ ସରସ୍ଵତୀ ପୂଜା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଯେତେବେଳେ ଭାରତ ସ୍ଵାଧୀନତା ଲାଭ କରିଥିଲା ସାକ୍ଷରତା ହାର ଥିଲା ମାତ୍ର ୧୨ ପ୍ରତିଶତ, ଅର୍ଥାତ ୧୯୦୦ ମସିହା ବେଳକୁ ଏହା ଏକକ-ଅଙ୍କ ବିଶିଷ୍ଟ […]

Read More Text.

ମାଘ ସପ୍ତମୀ ପାଇଁ ପୁରୀରେ ଟ୍ରାଫିକ କଟକଣା

ପୁରୀ : ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ହେବ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ । ଏନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି  । ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ ଅତିରିକ୍ତ ଏସପିଙ୍କ ସହ ୧୩ ଡିଏସପି, ୩୯ ଇନ୍ସପେକ୍ଟର ନିୟୋଜିତ ହେବେ । ବୁଡ଼ ସ୍ଥାନ ଓ ସମୁଦ୍ର କୂଳରେ ଲାଇଫ ଗାର୍ଡ ମୁତୟନ ରହିବେ । ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା […]

Read More Text.