ହୋଲିରେ ଅଘଟଣ, ପୋଖରୀରେ ବୁଡି ୧୦ ବର୍ଷର ନାବାଳକ ମୃତ
ଛତ୍ରପୁର : ହୋଲିର ଅଘଟଣ । ପୋଖରୀରେ ବୁଡି ୧୦ ବର୍ଷର ନାବାଳକ ମୃତ । ମୃତ ନାବାଳକ ଗଞ୍ଜାମ ଜିଲ୍ଲାର ପୋଡ଼ମପେଟା ଗାଁର ବି. ବାବାଜୀଙ୍କ ପୁଅ ବି. ଚନ୍ଦନ l ହୋଲି ଖେଳି ସାରି ଗାଁରେ ଥିବା ପୋଖରୀକୁ ୪ ଜଣ ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିଲେ ଚନ୍ଦନ । ଏହି ସମୟରେ ସେ ପାଣିରେ ବୁଡି ଯାଇଥିଲେ l ଗ୍ରାମବାସୀ ଚନ୍ଦନକୁ ଉଦ୍ଧାର କରି ପ୍ରଥମେ ଗଞ୍ଜାମ ମେଡିକାଲ ଓ ପରେ ଛତ୍ରପୁର ଉପଖଣ୍ଡ […]
Read More Text.