ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗର ଜାତୀୟ ଆଲୋଚନାଚକ୍ର
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ଦ୍ୱାରା ଏକ ଜାତୀୟ ଆଲୋଚନାଚକ୍ର ସଫଳତାର ସହିତ ଆୟୋଜିତ ହୋଇଯାଇଛି । “ଧାରଣକ୍ଷମ ବିକାଶ ଦିଗରେ ଉଦ୍ଭିଦ ବିଜ୍ଞାନକୁ ପ୍ରୋତ୍ସାହନ” ଶୀର୍ଷକ ଏହି ଦୁଇ ଦିନିଆ ଜାତୀୟ ଆଲୋଚନାଚକ୍ରର ଉଦଘାଟନୀ ସମାରୋହରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ପୃଷ୍ଠପୋଷକ ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ ଆମ୍ଭମାନଙ୍କ ଦ୍ୱାରା ପୃଥିବୀର ବ୍ୟାପକ ହନନଦ୍ୱାରା ଧାରଣକ୍ଷମ ବିକାଶ ବିଷୟ ଉପରେ ଆଲୋଚନା […]
Read More Text.