ଦୁର୍ଦ୍ଦାନ୍ତ ଅପରାଧୀ ସେକ ସୁନା ଗିରଫ, ମାଉଜର ସହ ଜୀବନ୍ତ ଗୁଳି ଜବତ
କଟକ : ଦୁର୍ଦ୍ଦାନ୍ତ ଅପରାଧୀ ସେକ ସୁନା ଗିରଫ । ଅପରାଧ ଘଟାଇବାକୁ ଯାଉଥିବା ବେଳେ ଧରିଲା ମର୍କତନଗର ଥାନା ପୋଲିସ । ତା ନିକଟରୁ ଏକ ମାଉଜର ସହ ଜୀବନ୍ତ ଗୁଳି ଜବତ କରିଛି କଟକ କମିଶନରେଟ ପୋଲିସ । ଦୁଇଟି ଜୀବନ୍ତ ବୋମା ମଧ୍ୟ ଜବତ ହୋଇଛି । ସେକ ସୁନା ନାମରେ କଟକର ବିଭିନ୍ନ ଥାନାରେ ରହିଛି ୧୧ ଟି ମାମଲା । ସେକ ସୁନାର ସହଯୋଗୀଙ୍କୁ ଧରିବା ପାଇଁ ଉଦ୍ୟମ ଜାରି […]
Read More Text.