ଅଲମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ
ବାରିପଦା : ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଲମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ସ୍ଥାନୀୟ ବିଦ୍ୟାଳୟର ୧ମ ରୁ ୮ମ ଶ୍ରେଣୀର ଛାତ୍ରଛାତ୍ରୀ ଓ ନିକଟସ୍ଥ ବନମାଳୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ୬ଜଣ ଛାତ୍ରଛାତ୍ରୀ ପାଣ୍ଡେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬ ଜଣ ଛାତ୍ରଛାତ୍ରୀ ଓ କମଳା ନେହେରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୬ ଜଣ ଜଣ ଛାତ୍ରୀଙ୍କୁ ନେଇ ଖେଳକୁଦ ସହ […]
Read More Text.