ଗୋଷ୍ଠି ସଂଘର୍ଷ, ୫ ଆହତ, ଜଣେ ଗୁରୁତର
ଖୋର୍ଦ୍ଧା: ରଣକ୍ଷେତ୍ର ପାଲଟିଲା ଗୁଣ୍ଡୁରପୁର ଛକ । ଖୋର୍ଦ୍ଧା ଗୁଣ୍ଡୁରପୁର ଛକରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଗତକାଲି ବିଳମ୍ବିତ ରାତିରେ ଗଣ୍ଡଗୋଳ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଗଣ୍ଡଗୋଳ ବେଳେ ୨ଟି ବାଇକ୍ ପୋଡ଼ିଦେବା ସହ ଟେକାପଥର ମାଡ଼ରେ ଦୁଇ ଗୋଷ୍ଠୀର ୬ ଜଣ ଆହତ ହୋଇଥିବା ନେଇ ଜଣାପଡିଛି । ଦୁଇ ସାହି ମଧ୍ୟରେ ଉତ୍ତେଜନା ଦେଖାଦେଇଛି । ଘଟଣାକୁ ଦୃଷ୍ଟିରେ ରଖି ଗାଁରେ ୩ ପ୍ଲାଟୁନ ପୋଲିସ ମୁତୟନ […]
Read More Text.