ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ
ଭୁବନେଶ୍ୱର,୭।୩: ବଡ଼ପଣ ଦେଖାଇଲେ ବଡ଼ଚଣା ବିଧାୟକ ଅମର ନାୟକ। ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଳମ୍ବିତ ରାତିରେ ସେ ଭୁବନେଶ୍ୱର ଫେରୁଥିବା ସମୟରେ ଚଣ୍ଡିଖୋଲ ନେଳିଆ ଛକରେ କାଳିଆ ଜଳଖିଆ ଦୋକାନରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ପାଇଥିଲେ। ସେଠାରେ ବିଧାୟକ ତାଙ୍କ ଗାଡ଼ି ଅଟକାଇଥିଲେ। ପରେ ତାଙ୍କ ସୁରକ୍ଷାକର୍ମୀଙ୍କ ସହ ଭାଜପା ଦଳୀୟ କର୍ମୀ ସେଠାରେ ରହି ନିଆଁ ଲିଭାଇଥିଲେ। ବିଧାୟକ ଏକ ବାଉଁସରେ ନିଆଁକୁ ଲିଭାଉଥିବା ଫଟୋ ବର୍ତ୍ତମାନ ସୋସିଆଲ ମିଡିଆରେ […]
Read More Text.