ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସକୁ ପୁଣି ମିଳିଛି ଆଉ ଏକ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର କରାଯାଇଛି । ଜବାଗାଟା ଜଙ୍ଗଲ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛନ୍ତି । ଆଜି ସକାଳ ସମୟରେ ସିଆରପିଏଫ୍ ଏବଂ ଜିଲ୍ଲା ପୋଲିସ ମିଳିତ ଭାବରେ ମାଓ ଦମନ […]

Read More Text.

ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ, ଜଳିଗଲା ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା

ପାରାଦୀପ : ପାରାଦୀପ ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ । ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା ଜଳି ଯାଇଛି । ମାଛଧରା ବନ୍ଦରରେ ରହିଛି ୬୫୦ ବଡ଼ ବୋଟ୍ ୪୦୦ ଟାପା । ଅଗ୍ନିକାଣ୍ଡ ର କାରଣ ଅସ୍ପଷ୍ଟ ରହିଛି । ବୋଟ୍ ଗୁଡିକ ଫାଇବର କୋଟିଂ ଥାଏ । ସେହିପରି ବୋଟ୍ ରେ ଜାଲ , ଡିଜେଲ ଓ ଗ୍ୟାସ ଟାଙ୍କି ରହିଛି । ଏଥିପାଇଁ ନିଆଁ ଭୟଙ୍କର ରୂପ […]

Read More Text.

ତଳକୁ ଖସିଲା ଶ୍ରୀମନ୍ଦିର ନୀଳଚକ୍ର ବାନା

ପୁରୀ: ପୁରୀ ଶ୍ରୀମନ୍ଦିରରେ ଅଘଟଣ । ତଳକୁ ଖସିଲା ଶ୍ରୀମନ୍ଦିର ନୀଳଚକ୍ର ବାନା । ଆଜି ବାନା ବାନ୍ଧିବାକୁ ଚୂନରା ସେବାୟତ ନୀଳଚକ୍ର ଉପରକୁ ଯାଉଥିବା ବେଳେ ଅସାବଧାନତା ହେତୁ ନୂଆ ବାନାଗୁଡିକ ଖସିପଡି କାଞ୍ଚି ଗଣେଶ ମନ୍ଦିର ସମ୍ମୁଖ ନୃସିଂହ ମନ୍ଦିର ନିକଟରେ ପଡିଥିଲା । ଏହାପରେ ଆଉଜଣେ ଚୂନାରା ସେବାୟତ ତଳେ ପଡ଼ିଥିବା ବାନା ଗୁଡିକ ସେଠାରୁ ନେଇ ନୀଳଚକ୍ର ଉପରକୁ ଚଢିବା ପରେ ପୁରୁଣା ବାନାକୁ ପରିବର୍ତ୍ତନ କରାଯାଇ ନୂଆ ବାନା ଲାଗିଥିଲା […]

Read More Text.

ବାଣ ଭିଡ଼ିବାବେଳେ ବିସ୍ଫୋରଣ; ୪ ଗୁରୁତର

ଯାଜପୁର: ବାଣ ଭିଡ଼ିବାବେଳେ ବିସ୍ଫୋରଣ । ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ । ଗୁରୁବାର ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି । ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଉକ୍ତ ୪ ଜଣଙ୍କ ମଧ୍ୟରୁ ଦୁଇ ଜଣ ବୟସ୍କ ଥିବା ବେଳେ ଦୁଇଜଣ ନାବାଳକ […]

Read More Text.

କୋଟିପତି ସରକାରୀ ବାବୁ, ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ତାଜୁବ୍

ଭୁବନେଶ୍ଵର: କୋଟିପତି ସରକାରୀ ବାବୁ । ଚଢ଼ାଉ ବେଳେ ଘରୁ ବାହାରୁଛି ପୁଳା ପୁଳା ସୁନା ସହ ବିଡ଼ା ବିଡ଼ା ଟଙ୍କା । ଯାହାକୁ ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଜଳକା । ଯେପରି ଲାଗୁଛି ଏସଟିଏ ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ସୁନା, ରୁପା ଓ ହୀରାର ଭଣ୍ଡାର ଖୋଲିଛି ! ଚଢାଉ ବେଳେ କଟକ ଏସଟିଏ ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ବିପୁଳ ସଂପତ୍ତି ଠାବ କରିଛି ଭିଜିଲାନ୍ସ । ରେଡ୍‌ ବେଳେ […]

Read More Text.

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: କୋର୍ଟରେ ହାଜର ହେଲା ପୁଞ୍ଜିଲାଲ

ପାଟଣାଗଡ଼: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ଆଜି ହେବ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରର ବୟାନ ରେକର୍ଡ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଛି । ପୂର୍ବ ତାରିଖରେ ଅସୁସ୍ଥତା ଦେଖାଇ ମହଲତି ମାଗିଥିଲା ପୁଞ୍ଜିଲାଲ । ଫଳରେ ପୁଞ୍ଜିଲାଲର ବୟାନ ରେକର୍ଡ ହୋଇ ପାରିନଥିଲା । ଆଜି ବୟାନ ରେକର୍ଡ ପରେ ବିଚାରପତି ରାୟ ପ୍ରକାଶ କରିବେ । […]

Read More Text.

ଆସନ୍ତାକାଲି ମହିଳାମାନେ ଘରେ ଜାଳନ୍ତୁ ସୁଭଦ୍ରା ଦୀପ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସିଲା ସୁଭଦ୍ରାର ପଞ୍ଚମ କିସ୍ତି ଟଙ୍କା । ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ । ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଲା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଏଥିସହ ମହିଳାଙ୍କୁ ସଶକ୍ତ କରିବା ପାଇଁ ଏବଂ ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ । ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖିଛୁ ବୋଲି କହିଛନ୍ତି […]

Read More Text.

ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ବର: ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରାର ଆଉ ଏକ ପର୍ଯ୍ୟାୟ ଟଙ୍କା । ଆଜି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରି, ମହିଳାଙ୍କ ଖାତାକୁ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ଡିବିଟି ମାଧ୍ୟମରେ ପଠାଇଛନ୍ତି ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପଞ୍ଚମ ପର୍ଯ୍ୟାୟରେ ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କ ଖାତାକୁ ୫୦୦୦ ଲେଖାଏଁ ଟଙ୍କା ଯାଇଛି । ଆଜିକୁ […]

Read More Text.

ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ଗାନ୍ଧି ମାର୍ଗ କ୍ବାର୍ଟରରେ ରହୁଥିବା ବେଳେ ଏବେ ନୂତନ ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଅନୁସାରେ, ଭୁବନେଶ୍ବର ଏଜି ଅଫିସରୁ ରାଜଭବନ […]

Read More Text.

ଆସନ୍ତା ମେ’ ମାସରେ ବାହାରିବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ବର: ଆଜି ଶେଷ ପରୀକ୍ଷା । ପରୀକ୍ଷା କେନ୍ଦ୍ରରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଶେଷ ପରୀକ୍ଷା ଦେଇଛନ୍ତି, ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ । ଆଜି ପରୀକ୍ଷା ସରିବା ପରେ ଛାତ୍ର ଛାତ୍ରୀଙ୍କ ମୁଣ୍ଡରେ ବଡ ଚିନ୍ତା, କେବେ ବାହାରିବ ଫଳାଫଳ । ତେବେ ଏନେଇ ପରୀକ୍ଷା ସରୁ ସରୁ ବୋର୍ଡ ପକ୍ଷରୁ ସୂଚନା ଜାରି କରାଯାଇଛି । ଆସନ୍ତା ମେ’ ମାସରେ ମାଟ୍ରିକ୍ ରେଜଲ୍ଟ ବାହାରିବ । ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, […]

Read More Text.