‘ବିଜେଡିର ସମ୍ପତ୍ତି ନଥିଲେ ବିଜୁ ବାବୁ’ : ମନ୍ତ୍ରୀ
ଭୁବନେଶ୍ବର: ପଞ୍ଚାୟତିରାଜ ଦିବସକୁ ନେଇ ବିଜେଡି ଲଗାତାର ସରକାରଙ୍କୁ ଆଜି ଟାର୍ଗେଟ କରିଥିବା ବେଳେ ଏହାର କଡା ଜବାବ ରଖିଛନ୍ତି, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ବିଜୁ ବାବୁଙ୍କୁ ବିଜେପି ସରକାର ଅସମ୍ମାନ କରୁଥିବା ଲାଞ୍ଛନାକୁ ନେଇ ମନ୍ତ୍ରୀ କହିଛନ୍ତି, ବିଜୁ ବାବୁ ଓଡିଶାର ବରପୁତ୍ର ଥିଲେ ।, ଏଥିରେ କାହାର ସନ୍ଦେହ ନାହିଁ କି ପକ୍ଷ ପ୍ରତିପକ୍ଷ ମଧ୍ୟ କିଛି ନାହିଁ । ବିଜୁ ବାବୁ ବିଜେଡିର ସମ୍ପତ୍ତି ନଥିଲେ, ସେ ଜାତୀୟ ସମ୍ପତ୍ତି […]
Read More Text.