ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍ଲାଇନ
ଭୁବନେଶ୍ଵର: ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍ । ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ ବିଭାଗର ଆଲୋଚନ ସରିଛି । ବୃଦ୍ଧି ପାଉଥିବା ଗ୍ରୀଷ୍ମ ପ୍ରବାଳକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଉଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ । ସୂଚନା ଅନୁସାରେ, ମାର୍ଚ୍ଚ […]
Read More Text.