ଜାତୀୟ କ୍ରୀଡ଼ା ଦିବସ ଅବସରରେ ବାରିପଦାରେ ସାଇକ୍ଲୋଥନ୍ ଆୟୋଜିତ
ବାରିପଦା : ଜାତୀୟ କ୍ରୀଡ଼ା ଦିବସ ଅବସରରେ କ୍ରୀଡ଼ା ଓ ଶାରୀରିକ ସୁସ୍ଥତା ପ୍ରତି ଜନସାଧାରଣଙ୍କ ଆଗ୍ରହ ବୃଦ୍ଧି ସହିତ ଯୁବପିଢ଼ିଙ୍କୁ କ୍ରୀଡ଼ା ଓ ଫିଟନେସ୍ ପ୍ରତି ଅଧିକ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଆଜି ବାରିପଦାରେ ଏକ ସାଇକ୍ଲୋଥନ୍ ଆୟୋଜିତ ହୋଇଥିଲା । ବାରିପଦା ଷ୍ଟାଡିୟମ୍ଠାରୁ ଆରମ୍ଭ ହୋଇଥିବା ଏହି ସାଇକ୍ଲୋଥନ୍କୁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ହେମକାନ୍ତ ସୟ୍ ଏବଂ ଆରକ୍ଷୀ ଅଧୀକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । […]
Read More Text.