ମୟୂରଭଞ୍ଜରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ବୈଠକ
ସମନ୍ୱିତ କାର୍ଯ୍ୟ ଯୋଜନା ପ୍ରସ୍ତୁତ: ବିଭାଗୀୟ ସମନ୍ୱୟ ଓ ସଚେତନତା ଉପରେ ଗୁରୁତ୍ୱାରୋପ ବାରିପଦା : ମୟୂରଭଞ୍ଜ ଜିଲ୍ଲାରେ ବାଲ୍ୟ ବିବାହ ନିରାକରଣକୁ ଅଧିକ ପ୍ରଭାବଶାଳୀ କରିବା ଏବଂ ଏଥିପାଇଁ ସମନ୍ୱିତ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାପାଳ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା କମିଟି ଓ ଜିଲ୍ଲା ଟାସ୍କ ଫୋର୍ସର ମିଳିତ ଆନୁକୂଳ୍ୟରେ ଏକ ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ […]
Read More Text.